Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରାମ ପଞ୍ଚାୟତଙ୍କ ନିର୍ଦ୍ଦେଶ ପରେ ନିର୍ଦ୍ଦୟ ହୋଇ ୩୦୦ କୁକୁରଙ୍କୁ ବିଷଦେଇ ମାରି ଦିଆଗଲା

by ସଞ୍ଜୟ ସ୍ୱାଇଁ
August 2, 2021
in Crime, NATIONAL NEWS
ଗ୍ରାମ ପଞ୍ଚାୟତଙ୍କ ନିର୍ଦ୍ଦେଶ ପରେ ନିର୍ଦ୍ଦୟ ହୋଇ ୩୦୦ କୁକୁରଙ୍କୁ ବିଷଦେଇ ମାରି ଦିଆଗଲା
367
VIEWS
Share on FacebookShare on Twitter

ବିଜୟୱାଡା, (ବାଘୁଆବାର୍ତ୍ତା): ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲ୍ଲା ଅନ୍ତର୍ଗତ ଲିଙ୍ଗପାଲେମ ଅଞ୍ଚଳରେ ଗ୍ରାମ ପଞ୍ଚାୟତର ନିର୍ଦ୍ଦେଶରେ ୩୦୦ ବୁଲା କୁକୁରଙ୍କୁ ହତ୍ୟା କରି ପୋତି ଦିଆଯିବା ଘଟଣା ସାମ୍‌ନାକୁ ଆସିଛି । କୁକୁରଙ୍କ ଦାଉରୁ ରକ୍ଷା ପାଇବା ଲାଗି ସରପଞ୍ଚ ଓ ପଞ୍ଚାୟତ ସମ୍ପାଦକଙ୍କ ନିର୍ଦ୍ଦେଶରେ ବାହାରୁ କିଛି ଲୋକଙ୍କୁ ଅଣାଯାଇଥିଲା । ସେମାନେ କୁକୁରମାନଙ୍କୁ ଧରି ବିଷ ଇଞ୍ଜେକସନ ଦେଇ ହତ୍ୟା କରିଥିଲେ । ପରେ ଗାଁରେ ଥିବା ପରିତ୍ୟକ୍ତ ସ୍ଥାନରେ ଗାତଖୋଲି ମୃତ କୁକୁରମାନଙ୍କୁ ପୋତି ଦିଆଯାଇଥିଲା । ଏହି ଘଟଣା ଜଣାପଡିବା ପରେ ସ୍ଥାନୀୟ ପ୍ରାଣୀ ସୁରକ୍ଷା କର୍ମୀ ଶ୍ରୀଲତା ଛଲାପଲ୍ଲି ଥାନାରେ ଅଭିଯୋଗ କରିଛନ୍ତି । ପୁଲିସ ଉଭୟ ସରପଞ୍ଚ ଓ ପଞ୍ଚାୟତ ସମ୍ପାଦକଙ୍କ ନାମରେ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!