Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁକୁର କାମୁଡାକୁ କେନ୍ଦ୍ରକରି କୁକୁର ଓ ମାଲିକକୁ ଆକ୍ରମଣ କଲେ ଯୁବକ

by ସଞ୍ଜୟ ସ୍ୱାଇଁ
June 15, 2021
in Crime, State
କୁକୁର କାମୁଡାକୁ କେନ୍ଦ୍ରକରି କୁକୁର ଓ ମାଲିକକୁ ଆକ୍ରମଣ କଲେ ଯୁବକ
169
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କୁକୁର କାମୁଡାକୁ କେନ୍ଦ୍ରକରି ଖାରବେଳ ନଗର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଯୁବକକୁ କୁକୁର କାମୁଡି ଦେବାରୁ ଉତ୍ୟକ୍ତ ହୋଇ ଉକ୍ତ କୁକୁର, କୁକୁର ମାଲିକ ଓ ତାଙ୍କର ସାଙ୍ଗକୁ ଗୋଡାଇ ଗୋଡାଇ ଭୁଜାଲିରେ ଆକ୍ରମଣ କରିଥିଲା । ଏମାନେ ଗୁରୁତର ଆହତ ହେବାରୁ ସେମାନଙ୍କୁ ଚିକିତ୍ସାଳୟରେ ଭର୍ତି କରାଯାଇଥିବା ସୂଚନା ମିଳିଛି । ଏନେଇ ଅଭିଯୋଗ ହେବା ପରେ ପୋଲିସ୍‌ ଘଟଣାର ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଯୁବକର ନାମ ମାନସ ବେହେରା ଓ ସେ ସତ୍ୟନଗର ଦୁର୍ଗାମଣ୍ଡପ ବସ୍ତିର ବୋଲି ଜଣାପଡିଛି । ରବିବାର ଦ୍ୱିଇପ୍ରହରରେ ମାନସ ସତ୍ୟନଗର ଦୁର୍ଗା ମଣ୍ଡପ ବସ୍ତିରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରକୁ ଯାଇଥିଲେ । ଏହି ସମୟରେ ମାନସକୁ କୁକୁର କାମୁଡିବାରୁ ସେ କୁକୁରକୁ ଭୁଜାଲିରେ ଆକ୍ରମଣ କରିଥିଲା । ଏହାକୁ କୁକୁର ମାଲିକ ମିଲୁ ମଲ୍ଲୀକ ବିରୋଧ କରିବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରିବା ସହ ତାଙ୍କ ସାଙ୍ଗଙ୍କୁ ମଧ୍ୟ ଆକ୍ରମଣ କରିଥିଲା ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!