Sunday, May 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

by ସଞ୍ଜୟ ସ୍ୱାଇଁ
May 1, 2026
in Nayagarh
ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର
57
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଭାପୁର ଫତେଗଡ ଥାନା ଅନ୍ତର୍ଗତ ରାଣୀଛେଳି ପଞ୍ଚାୟତର କଳପଙ୍ଗୀ ଗ୍ରାମରେ ଘଟିଛି ଏକ ହୃଦୟ ବିଦାରକ ଘଟଣା। ଦୋକାନରେ ଅଗ୍ନିକାଣ୍ଡ ଘଟି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର ହୋଇଥିବା ସୂଚନା ମିଳିଛି। ସୂଚନାନୁସାରେ, ଫତେଗଡ ଥାନା କଳପଙ୍ଗୀ ଗ୍ରାମର ଗୟାଧର ପରିଡ଼ା (୭୦) ଗ୍ରାମରେ ଏକ ଦୋକାନ କରି ନିଜର ପରିବାର ଗୁରୁରାଣ ମେଣ୍ଟାଇ ଥାନ୍ତି।  ହେଲେ ଗୁରୁବାର ଦିନ ଅପରାହ୍ନରେ କାଳ ବୈଶାଖୀ ଯୋଗୁଁ ବିଦ୍ୟୁତ ନଥିବାରୁ ଶୁକ୍ରବାର ସନ୍ଧ୍ୟାରେ ଦୋକାନରେ ଲଣ୍ଠନ ଲଗାଇ ବିକ୍ରି କରୁଥିଲେ। ପାଖରେ ଥିବା ପେଟ୍ରୋଲରେ ନିଆଁ ଲାଗି ଯାଇଥିଲା। ଫଳରେ ଦୋକାନ ଥିବା ତାଙ୍କ ସ୍ତ୍ରୀ ସୁବାସି ପରିଡ଼ା (୬୨) ଓ ଗୟାଧର ଉଭୟଙ୍କ ଦେହରେ ନିଆଁ ଲାଗି ପୋଡି ହୋଇ ଯାଇଥିଲେ। ଗ୍ରାମବାସୀ ଉଭୟଙ୍କୁ ତୁରନ୍ତ ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ଵର ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି।

ସରସ୍ୱତି ଶିଶୁ ବିଦ୍ୟାମନ୍ଦିର ପରିସର ରେ”ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

ସରସ୍ୱତି ଶିଶୁ ବିଦ୍ୟାମନ୍ଦିର ପରିସର ରେ”ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

May 10, 2026
ବାଲିଅନ୍ତାରେ ଯୁବକକୁ ବାଡ଼େଇ ବାଡ଼େଇ ମାରିଦେବା ଘଟଣା:ଡିଜିପିଙ୍କୁ ମୁଖ୍ଯମନ୍ତ୍ରୀଙ୍କ କଡ଼ା ତାଗିଦ୍

ବାଲିଅନ୍ତାରେ ଯୁବକକୁ ବାଡ଼େଇ ବାଡ଼େଇ ମାରିଦେବା ଘଟଣା:ଡିଜିପିଙ୍କୁ ମୁଖ୍ଯମନ୍ତ୍ରୀଙ୍କ କଡ଼ା ତାଗିଦ୍

May 10, 2026
ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’: ମଣିଷ ଓ ପରିବେଶର ନିଚ୍ଛକ ଚିତ୍ର ପ୍ରଦର୍ଶିତ

ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’: ମଣିଷ ଓ ପରିବେଶର ନିଚ୍ଛକ ଚିତ୍ର ପ୍ରଦର୍ଶିତ

May 10, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ-୨୦୨୬ :ଖଣ୍ଡପଡାକୁ ହରାଇ ଶରଣକୁଳ ଚମ୍ପିଆନ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ-୨୦୨୬ :ଖଣ୍ଡପଡାକୁ ହରାଇ ଶରଣକୁଳ ଚମ୍ପିଆନ୍

May 9, 2026
ବାଲ୍ୟ ବିବାହ ନିଷେଧ ସମ୍ବନ୍ଧୀୟ ସଚେତନତା ରାଲି

ବାଲ୍ୟ ବିବାହ ନିଷେଧ ସମ୍ବନ୍ଧୀୟ ସଚେତନତା ରାଲି

May 9, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!