Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୃତ ଶିକ୍ଷକଙ୍କ ପରିବାରକୁ ସହାୟତା

by ସଞ୍ଜୟ ସ୍ୱାଇଁ
June 29, 2021
in Feature News, Nayagarh
ମୃତ ଶିକ୍ଷକଙ୍କ ପରିବାରକୁ ସହାୟତା
1.4k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ଓଡଗାଁ ବ୍ଳକ ଶିକ୍ଷା ଅଧୀନରେ ଥିବା ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ କେଶପାନିଆରେ କାର୍ୟ୍ୟରତ ଶିକ୍ଷକ ସ୍ୱର୍ଗତ ସଂଜୟ କୁମାର ସେଠୀ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ର ଏକ ବେସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ଗତ ୧୬ ତାରିଖରେ ସ୍ୱର୍ଗାରୋହଣ କରିଥିଲେ । ଓଡଗାଁ ବ୍ଳକର ଶିକ୍ଷକ ସଂଘ ତରଫରୁ ଆଜି ଭକ୍ତରଞ୍ଜନ ମିଶ୍ର,ସନ୍ତୋଷ କର, ରଞ୍ଜନ କୁମାର ଦାଶ, ସୁରେନ୍ଦ୍ର କୁମାର ଷଡ଼ଙ୍ଗୀ, ଲଳିତ ମୋହନ ମିଶ୍ର, ଦୁଷ୍ମନ୍ତ ପଟ୍ଟନାୟକ, ମନୋଜ ପଣ୍ଡା, ମହେନ୍ଦ୍ର ପଣ୍ଡା, ମୋହନ ସାହୁ, ଜୟକୃଷ୍ଣ ପ୍ରଧାନ ଓ ସନାତନ ଲେଙ୍କା ସ୍ୱର୍ଗତ ସେଠୀଙ୍କ ପତ୍ନୀ ଗିତାଞ୍ଜଳୀ ବେହେରାଙ୍କୁ ତାଙ୍କ ବାସଭବନରେ ୨୫୦୦୦ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ସମବେଦନା ଜଣାଇଥିଲେ । ଅସମୟରେ ଶିକ୍ଷକ ମାନଙ୍କ ସାହାଯ୍ୟ ଓ ସହାନୁଭୂତିକୁ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!