Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକରେ ଡବଲ ଏନକାଉଣ୍ଟର

by ସଞ୍ଜୟ ସ୍ୱାଇଁ
April 17, 2025
in Crime, State
କଟକରେ ଡବଲ ଏନକାଉଣ୍ଟର
59
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକରେ ଡବଲ ଏନକାଉଣ୍ଟର। ଚୈାଦ୍ୱର ପୋଲିସ ଓ ସ୍ପେଶାଲ ସ୍କ୍ୱାଡର ଡବଲ ଏନକାଉଣ୍ଟର। ଏନକାଉଣ୍ଟରରେ ଦୁଇଜଣ ଦୁର୍ବୁତ୍ତ ଆହତ ହୋଇଛନ୍ତି। ଦୁଇଜଣ ଦୁର୍ବୁତ୍ତ ହେଲେ କଟାସ ରାଉତ ଏବଂ ଶୁଭ୍ରାଂଶୁ ପରିଡା। ଉଭୟ ପୋଲିସ ଗୁଳିରେ ଆହତ ହୋଇ ଏସିସିବିରେ ଭର୍ତ୍ତି ହୋଇଛନ୍ତି। ପୋଲିସ ଉଭୟଙ୍କୁ ଆଜି ଧରିବାକୁ ଯାଇଥିବାବେଳେ ପୋଲିସ ଉପରକୁ ଗୁଳି ଚଳାଇଥିଲେ ଦୁର୍ଵୁତ୍ତ। ଏହାପରେ ପୋଲିସର ପାଲଟା ଜବାବରେ ଦୁଇଜଣ ଆହତ ହୋଇଛନ୍ତି। ସେମାନଙ୍କ ନିକଟରୁ ଵନ୍ଧୁକ ଓ ଗୁଳି ଜବତ କରିଛି ପୋଲିସ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!