Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡବଲ ଇଞ୍ଜିନ ଡବଲ ଧୋକା, କୁଆଡେ ଗଲା ପ୍ରସ୍ତାବିତ ଉପକୂଳ ରାଜପଥ

by ସଞ୍ଜୟ ସ୍ୱାଇଁ
May 27, 2025
in State
ଡବଲ ଇଞ୍ଜିନ ଡବଲ ଧୋକା, କୁଆଡେ ଗଲା ପ୍ରସ୍ତାବିତ ଉପକୂଳ ରାଜପଥ
30
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଅନିଶ୍ଚିତତା ଘେରରେ ପ୍ରସ୍ତାବିତ କୋଷ୍ଟାଲ ହାଇଓ୍ବେ ପ୍ରକଳ୍ପ । ତିନି ଥର ବଦଳିଛି ଡିପିଆର । ବାରମ୍ବାର ବାତିଲ ହୋଇଛି ଟେଣ୍ଡର । ଭାରତମାଳା ଯୋଜନାରେ ଦେଶର ପ୍ରଥମ ପ୍ରକଳ୍ପକୁ ଧୋକା ଦେଇଛନ୍ତି ଡବଲ ଇଞ୍ଜିନ ସରକାର । ଆଜି ସାମ୍ବାଦିକ ସମ୍ମିଳନୀ କରି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଏପରି ଟାର୍ଗେଟ୍ କରିଛି ବିଜେଡି । ଓଡ଼ିଶାର ପର୍ଯ୍ୟଟନ ସମ୍ଭାରକୁ ବିଶ୍ବ ଦରବାରରେ ପହଞ୍ଚାଇବା ପାଇଁ ପ୍ରଥମେ ରାଜପଥକୁ ୪ ଲେନ ବିଶିଷ୍ଟ କରିବାକୁ ପ୍ରକଳ୍ପ ଅନୁମୋଦନ ହେଲା । ୪୧୩ କିଲୋମିଟର ବିଶିଷ୍ଟ ଏହି ପ୍ରକଳ୍ପକୁ କମାଇ କରାଗଲା ୩୪୬ କିଲୋମିଟର । ରାମେଶ୍ବରରୁ ପୁରୀ, ପୁରୀରୁ କାକଟପୁର, କାକଟପୁରରୁ ଏରସମା, ଏରସମାରୁ ରତନପୁର ଓ ରତନପୁରରୁ ଦିଘା ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ପାଇଁ ସ୍ବପ୍ନ ଦେଖାଇଲେ କେନ୍ଦ୍ର ସରକାର । ୨୦୧୫ରେ ଘୋଷଣା ହେଲା, ୧୦ ବର୍ଷ ପରେ ଟେଣ୍ଡର କରାଗଲା। ଶେଷରେ ଏହି ଟେଣ୍ଡରକୁ ବି ବାତିଲ କରାଗଲା। ଏହା କେନ୍ଦ୍ରର କିଭଳିଆ ନୀତି ବୋଲି ପ୍ରଶ୍ନ ଉଠାଇଛି ବିଜେଡି। ଏବେ ଚଞ୍ଚକତା କରି ୪ ଲେନ୍ ବିଶିଷ୍ଟ କୋଷ୍ଟାଲ ହାଇଓ୍ବେକୁ ୨ ଲେନ ବିଶିଷ୍ଟ କରିବା ପାଇଁ ଜାତୀୟ ରାଜପଥ କର୍ତ୍ତୃପକ୍ଷ ମସୁଧା କରୁଛନ୍ତି। ତୁରନ୍ତ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରି ବହୁ ପ୍ରତିକ୍ଷୀତ ଓଡ଼ିଶାର ଏହି ଉପକୂଳ ଜାତୀୟ ରାଜପଥକୁ ପୁନର୍ବାର ୪ ଲେନ କରିବାକୁ ଦାବି କରିଛି ବିଜେଡି।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!