Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆର.ୟୁ.ଜେ ତରଫରୁ ଡ଼. ସମ୍ବିତ ଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

by ସଞ୍ଜୟ ସ୍ୱାଇଁ
June 1, 2025
in State
ଆର.ୟୁ.ଜେ ତରଫରୁ ଡ଼. ସମ୍ବିତ ଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
58
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ଓଡ଼ିଶା ୟୁନିଅନ ଅଫ୍ ଜର୍ଣାଲିଷ୍ଟର ରାଜ୍ୟ ସଭାପତି ତଥା ପୁର୍ବତନ ପ୍ରେସ୍ କ୍ଳବ୍ ଇଣ୍ଡିଆର ସଦସ୍ୟ ପ୍ରଶନ୍ନ ମହାନ୍ତିଙ୍କ ନିର୍ଦେଶ କ୍ରମେ ନୟାଗଡ଼ ଜିଲ୍ଲା ଶାଖାର ରଣପୁର ୟୁନିଅନ ଅଫ୍ ଜର୍ଣାଲିଷ୍ଟ ତରଫରୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ଙ୍କ ଦ୍ଵାରା ମନୋନୀତ ପ୍ରେସ କାଉନସିଲ୍ ଅଫ୍ ଇଣ୍ଡିଆର ସଦସ୍ୟ ତଥା ପୁରୀ ସାଂସଦ ଡ଼. ସମ୍ବିତ ପାତ୍ରଙ୍କୁ ଉପଢୌକନ ଓ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରାଯାଇଛି | ନୟାଗଡ଼ ଜିଲ୍ଲା ୟୁନିଅନ ଅଫ୍ ଜର୍ଣାଲିଷ୍ଟ ସଭାପତି ଶ୍ରୀ ଆଚାର୍ଯ୍ୟଙ୍କ ନେତୃତ୍ବରେ ବରିଷ୍ଠ ସାମ୍ବାଦିକ ବ୍ରଜ ରଣସିଂ, ସୁକାନ୍ତ ପଟ୍ଟନାୟକ, ରଘୁନାଥ ନାୟକ, କୃଷ୍ଣଚନ୍ଦ୍ର ଦାଶ, ପ୍ରଭାତ ପ୍ରଧାନ, ଚନ୍ଦ୍ରଭାନୁ ପରିଡା, ଉମେଶ ରଞ୍ଜନ ସାହୁଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ରହି ପ୍ରେସ କାଉନସିଲ୍ ଅଫ୍ ଇଣ୍ଡିଆର ସଦସ୍ୟ ଶ୍ରୀ ପାତ୍ର ଙ୍କୁ ସମ୍ବର୍ଦ୍ଧିତ କରିଥିଲେ | ରଣପୁର ଗଣମାଧ୍ୟମ ପ୍ରତିନିଧିମାନଙ୍କ ବିଭିନ୍ନ ସମସ୍ୟା ଦିଗରେ ସଭାପତି ଆଚାର୍ଯ୍ୟ ବିଶ୍ୱରଂଜନ ଡ଼. ସମ୍ବିତ ଙ୍କ ସହ ଆଲୋଚନା କରିଥିଲେ | ଡ଼ଃ ସମ୍ବିତ ପରବର୍ତ୍ତୀ ସମୟରେ ଏକ ବୈଠକ କରି ସମସ୍ୟା ଉପରେ ପଦକ୍ଷେପ ପାଇଁ ପ୍ରତିଶୃତି ଦେଇଥିବା ଜଣାପଡିଛି |

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!