Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଦ ପିଇ ଗାଡ଼ି ଚଳାଇ ୪ ଗିରଫ

by ସଞ୍ଜୟ ସ୍ୱାଇଁ
May 13, 2022
in Crime, State
ମଦ ପିଇ ଗାଡ଼ି ଚଳାଇ ୪ ଗିରଫ
153
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ମଦ ପିଇ ଯୁବକମାନେ ଦୃତ ଗତିରେ ଗାଡି ଚଳାଇବା ଫଳରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଉଛି। ସେଥିପାଇଁ ପରିବହନ ବିଭାଗ ଓ ପୋଲିସ ପ୍ରଶାସନ ପକ୍ଷରୁ ଗାଡି ମୋଟର ଯାଞ୍ଚ ଏଵେ କଡ଼ାକଡ଼ି କରାଯାଇଛି କ୍ଷ ଆଉ ସହରର ବିଭିନ୍ନ ଛକ ଜାଗାରେ ପ୍ରତିଦିନ ଏଵେ ଜୋରଦାର ଚେକିଙ୍ଗ କରାଯାଉଛି କ୍ଷ ଶୁକ୍ରବାର ମଦ ପିଇ ଗାଡି ଚଳାଉଥିବା ଅଭିଯୋଗରେ ପରିବହନ ବିଭାଗ ପକ୍ଷରୁ ବିଭିନ୍ନ ଜାଗାରେ ଗାଡି ଚେକିଂ କରାଯାଉଥିଲା। ଏହି ସମୟରେ ପୋଲିସ ୪ ଜଣଙ୍କୁ ମଦ ପିଇ ଡ୍ରାଇଭିଂ କରୁଥିବା ସନ୍ଦେହରେ ପରୀକ୍ଷା କରିବା ପରେ ସେମାନେ ମଦ ପିଇଛନ୍ତି ବୋଲି ସ୍ପଷ୍ଟ ହୋଇଥିଲା। ପରେ ପରିବହନ ବିଭାଗ ଅଧିକାରୀ ଗତିକୃଷ୍ଣ ସାମନ୍ତରାୟ ଓ କର୍ମଚାରୀମାନେ ଏହି ୪ ଜଣଙ୍କୁ ଗିରଫ କରିଛନ୍ତି କ୍ଷ ସେହିପରି ପୂର୍ବ ସପ୍ତାହ ମଧ୍ୟରେ ପ୍ରାୟ ୫୦ ଗାଡି ଚାଳକଙ୍କୁ ନିଶାଶକ୍ତ ଅବସ୍ତାରେ ଗାଡ଼ି ଚଳାଉଥିବା ଅଭିଯୋଗରେ ବିଭାଗୀୟ ଅଧିକାରୀ ଓ ପୋଲିସ ମିଳିତ ଭାବେ ବିଭିନ୍ନ ଥାନା ଅଞ୍ଚଳରେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!