Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲାଣି ଡ୍ରୋନ୍

by ସଞ୍ଜୟ ସ୍ୱାଇଁ
May 19, 2025
in State
ଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲାଣି ଡ୍ରୋନ୍
85
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଉଡ଼ିଲା ଡ୍ରୋନ ।ସୋମବାର ଅପରାହ୍ନ ୫ଟା ୧୫ରୁ ୫ଟା ୩୦ ପର୍ଯ୍ୟନ୍ତ ଏହି ଡ୍ରୋନ୍ ଉଡ଼ିଥିବା ଦେଖିବାକୁ ମିଳିଛି।ଡ୍ରୋନ ଉଡ଼ିବା ନେଇ ଡିଜିପିଙ୍କ ପୂର୍ବରୁ କଟକଣା ରହିଥିଲା । ଏହା ସତ୍ତ୍ବେ ମଧ୍ୟ ଉଡ଼ିଛି ଡ୍ରୋନ୍। ଏହା ଦେଖିବା ପରେ ପୋଲିସକୁ ଅବଗତ କଲେ ମନ୍ଦିର ସେବାୟତ। ତେବେ ଏହି ଡ୍ରୋନ କିଏ କାହିଁକି ଉଡ଼ାଇଛନ୍ତି ତାହାକୁ ନେଇ ପ୍ରଶ୍ନ ଉଠିଥିବା ବେଳେ ମନ୍ଦିର ସୁରକ୍ଷାକୁ ନେଇ ସ୍ଥାନୀୟ ଲୋକେ ଚିନ୍ତାପ୍ରକଟ କରିଛନ୍ତି। ଅନ୍ୟପକ୍ଷେ ପାକିସ୍ତାନୀ ଗୁପ୍ତଚରଙ୍କ ପୁରୀ ଲିଙ୍କକୁ ପୋଲିସ ତନାଘନା ଚଳାଇଥିବା ବେଳେ ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଉପରେ ଡ୍ରୋନ ଉଡ଼ିବା ପ୍ରସଙ୍ଗକୁ ଆହୁରି ସଙ୍ଗୀନ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!