Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣୀ ସୀମାରେ ଦେଖାଦେଇଥିଲା ଡ୍ରୋନ, ଗୁଳି ଚଳାଇଲା ବିଏସଏଫ

by ସଞ୍ଜୟ ସ୍ୱାଇଁ
July 14, 2021
in Crime, NATIONAL NEWS
ପୁଣୀ ସୀମାରେ ଦେଖାଦେଇଥିଲା ଡ୍ରୋନ, ଗୁଳି ଚଳାଇଲା ବିଏସଏଫ
105
VIEWS
Share on FacebookShare on Twitter

ଶ୍ରୀନଗର, (ବାଘୁଆବାର୍ତ୍ତା): ଜମ୍ମୁସ୍ଥିତ ଭାରତ ଓ ପାକିସ୍ତାନ ସୀମାରେ ପୁଣି ପାକିସ୍ତାନୀ ଡ୍ରୋନ ଉଡ଼ୁଥିବା ଦେଖାଯାଇଛି । ତେବେ ସତର୍କ ଥିବା ବିଏସଏଫ୍ ଯବାନମାନେ ଗୁଳି ଚଳାଇବାରୁ ଡ୍ରୋନଟି ପୁଣି ପାକିସ୍ତାନ ସୀମା ମଧ୍ୟକୁ ଫେରିଯାଇଛି । ବିଏସଏଫ ସୁତ୍ରରୁ ମିଳିଥିବା ସୂଚନା ଅନସାରେ ଗତ ରାତିରେ ଜମ୍ମୁର ଆର୍ନିଆ ସେକ୍ଟର ନିକଟସ୍ଥ ଅନ୍ତର୍ଜାତୀୟ ସୀମା ଉପରେ ଏକ ଲାଲ୍ ଆଲୋକ ଉଡ଼ୁଥିବା ଦେଖାଯାଇଥିଲା । ତେବେ ସତର୍କ ଥିବା ବିଏସଏଫ୍ ଯବାନମାନେ ଏହାକୁ ଡ୍ରୋନର ଆଲୋକ ବୋଲି ଜାଣିବାପରେ ଛଅ ରାଉଣ୍ଡ ଗୁଳି ଚଳାଇଥିଲେ । ଫଳରେ ଡ୍ରୋନଟି ପୁଣି ପାକିସ୍ତାନ ସୀମା ମଧ୍ୟକୁ ଫେରିଯାଇଥିଲା । ଏହା ପରେ ବିଏସଏଫ୍ ପକ୍ଷରୁ ତୁରନ୍ତ ନିକଟବର୍ତ୍ତୀ ଅଞ୍ଚଳରେ ତଲାସୀ ଅଭିଯାନ ଆରମ୍ଭ କରାଯାଇଥିଲା । ତେବେ ଉକ୍ତ ଡ୍ରୋନର କୌଣସି ସଂଧାନ ମିଳିନଥିଲା । ଗତ ମାସରେ ପାକିସ୍ତାନୀ ଆତଙ୍କବାଦୀମାନେ ଡ୍ରୋନ ମାଧ୍ୟମରେ ବିସ୍ଫୋରକ ପଠାଇ ଜମ୍ମୁସ୍ଥିତ ବାୟୁସେନା ଘାଟିରେ ବିସ୍ଫୋରଣ କରିଥି୍ଲେ । ଏହି ଘଟଣାରେ ଦୁଇଜଣ ବାୟୁସେନା କର୍ମଚାରୀ ଆହତ ହୋଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!