Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରୋଗୀ ବେଶରେ ଯାଇ ନକଲି ଡାକ୍ତରକୁ ବାନ୍ଧିଲେ ଆଇଆଇସି, ୨୪ ଦିନ ତଳେ ହୋଇଥିଲା ବାହାଘର

by ସଞ୍ଜୟ ସ୍ୱାଇଁ
July 17, 2023
in Crime, State
ରୋଗୀ ବେଶରେ ଯାଇ ନକଲି ଡାକ୍ତରକୁ ବାନ୍ଧିଲେ ଆଇଆଇସି, ୨୪ ଦିନ ତଳେ ହୋଇଥିଲା ବାହାଘର
394
VIEWS
Share on FacebookShare on Twitter

ସାନଖେମୁଣ୍ଡି, (ବାଘୁଆବାର୍ତ୍ତା): ନକିଲ ରୋଗୀ ଧରିଲା ନକଲି ଡାକ୍ତର । ସାନଖେମୁଣ୍ଡି ବ୍ଲକ ଡେଙ୍ଗାଉସ୍ତା ବାବୁଲ କ୍ଲିନିକରୁ ନକଲି ଡାକ୍ତର ଗିରଫ । ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଶୁଭ୍ରଜିତ ପଣ୍ଡାଙ୍କୁ ଗିରଫ କରିଛି ଦିଗପହଣ୍ଡି ପୋଲିସ । ଆଇଆଇସି ନକଲି ରୋଗୀ ବେଶରେ ଯାଇ ଏହି ନକଲି ଡାକ୍ତରଙ୍କୁ ଗିରଫ କରିଛନ୍ତି । ଗିରଫ ଯୁବକ ଢେଙ୍କାନାଳ ଜିଲ୍ଲା ସଣ୍ଡା ଗାଁର ଶୁଭ୍ରଜିତ ପଣ୍ଡା ବୋଲି ଜଣାପଡିଛି । ସାନଖେମୁଣ୍ଡି ସମେତ କଟକର ଘରୋଇ କ୍ଲିନିକରେ ପୋଲିସ ଯାଞ୍ଚ କରିବା ସହ ଡାକ୍ତରଙ୍କ କଟକ ଭଡା ଘରେ ମଧ୍ୟ ତଦନ୍ତ କରିଛି । କଟକ ରାଣୀହାଟ କ୍ଲିନିକ ଓ ସାନଖେମୁଣ୍ଡିର ଘରୋଇ କ୍ଲିନିକରେ ଦୁଇ ଦିନ ଧରି ଚାଲିଥିଲା ତଦନ୍ତ । ନିଜକୁ ଦିଲ୍ଲୀ , ଭୁବନେଶ୍ୱର ଓ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅଭିଜ୍ଞ ଡାକ୍ତର କହି ଚିକିତ୍ସା କରୁଥିଲେ । ଶୁଭ୍ରଜିତ ପଣ୍ଡା ପୂର୍ବରୁ ଫେବୃଆରୀ ୨୦୨୦ ମସିହାରେ ତେଲେଙ୍ଗାନା ପୋଲିସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିଲା । ନିଜକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସଦସ୍ୟ କହିଥିବା ବେଳେ ଡାକ୍ତର ସମ୍ମିଳନୀକୁ ଯାଇ ନିଜକୁ ଡାକ୍ତର କହିଥିବା ବେଳେ ଗିରଫ ହୋଇଥିଲେ । ବଡ କଥା ହେଲା ଶୁଭ୍ରଜିତ ପଣ୍ଡା ମାତ୍ର ୨୪ ଦିନ ତଳେ ବିବାହ କରିଥଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!