Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ଇଞ୍ଜିନ ଅଏଲ କାରଖାନାରେ ଚଢ଼ାଉ

by ସଞ୍ଜୟ ସ୍ୱାଇଁ
February 15, 2025
in Crime, State
ନକଲି ଇଞ୍ଜିନ ଅଏଲ କାରଖାନାରେ ଚଢ଼ାଉ
145
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): କଟକ କାନପୁର ଅଞ୍ଚଳରେ ଦୀର୍ଘ ଦିନ ଧରି ଚାଲିଥିବା ଏକ ନକଲି ଇଞ୍ଜିନ ଅଏଲ କାରଖାନାରେ ପୋଲିସ ଚଢାଉ କରି ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କାନପୁର ଅଞ୍ଚଳର ଜଗନ୍ନାଥ ସାହିର ବିକାଶ ସାହୁ । ଜଗନ୍ନାଥ ସାହିର ବିକାଶ ସାହୁ ନିଜ ଘରେ ପୋଡା ନକଲି ଇଞ୍ଜିନ ଅଏଲକୁ ରିଫାଇନିଂ କରୁଥିଲା। ସେଥିରେ ବିଭିନ୍ନ ନାମୀଦାମୀ କମ୍ପାନୀର ନକଲି ଲୋଗୋ ଲଗାଇ ବଜାରକୁ ବିକ୍ରି ପାଇଁ ଛାଡୁଥିଲେ। ଖବର ପାଇ ପୋଲିସ ଚଢାଉ କରି ବିପୁଳ ପରିମାଣର ନକଲି ଇଞ୍ଜିନ ଅଏଲ ଜବତ କରିଥିଲା।ଏଥିସହ ଅଭିଯୁକ୍ତଙ୍କ ନିକଟରୁ ନଗଦ ତିନି ଲକ୍ଷ ଟଙ୍କା ଜବତ କରିଛି। କାନପୁର ପୋଲିସ ଅଭିଯୁକ୍ତକୁ ଗିରଫ କରି ଅଧିକ ତଦନ୍ତ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!