Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକିଲି ସୁନା ବନ୍ଧକ ଦେଇ ହଟ୍ଟହଟା

by ସଞ୍ଜୟ ସ୍ୱାଇଁ
December 26, 2024
in Crime, State
ନକିଲି ସୁନା ବନ୍ଧକ ଦେଇ ହଟ୍ଟହଟା
152
VIEWS
Share on FacebookShare on Twitter

ଚାନ୍ଦବାଲି, (ବାଘୁଆବାର୍ତ୍ତା): ନକଲି ସୁନା ବନ୍ଧକ ଦେଇ ଧରାପଡ଼ିବା ପରେ ସ୍ଥାନୀୟ ଲୋକଙ୍କ ଠାରୁ ମାଡ଼ ଖାଇ ହଟହଟା ହେଲେ ଦୁଇ ଯୁବକଙ୍କ ସହ ଜଣେ ମହିଳା । ଏମିତି ଘଟଣା ଘଟିଛି ଚାନ୍ଦବାଲି ବ୍ଳକ ଘଣ୍ଟେଶ୍ୱର ଅଞ୍ଚଳରେ । ତିହିଡି ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତର ସୁଦାମ ସାମଲ ଓ ତାଙ୍କର ୨ ସହଯୋଗୀ କିଛି ଦିନ ତଳେ ୧୦୦ ଗ୍ରାମରୁ ଅଧିକ ନକଲି ସୁନା ଦେଇ ଘଣ୍ଟେଶ୍ୱର ୟୁକୋ ବ୍ୟାଙ୍କ ଶାଖାରୁ ସାଢ଼େ ପାଞ୍ଚ ଲକ୍ଷ ଟଙ୍କା ଋଣ ନେଇଥିଲେ । ଗତକାଲି ପୁଣି ଥରେ ୧୦୦ଗ୍ରାମରୁ ଅଧିକ ସୁନା ନେଇ ଋଣ ନେବାକୁ ବ୍ୟାଙ୍କରେ ପହଞ୍ଚିଥିଲେ । ତାଙ୍କୁ ଦେଖି ବ୍ୟାଙ୍କ କର୍ମଚାରୀଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଥିଲା । ସୁନା ଗୁଡିକୁ ଭଲ ଭାବରେ ତନଖି ପରେ ନକଲି ବୋଲି ଜଣାପଡ଼ିଥିଲା । ଏହା ପରେ ପୂର୍ବରୁ ବନ୍ଧକ ଥିବା ସୁନାକୁ ପୁଣି ଥରେ ପରଖା ଯାଇଥିଲା । ତାହା ମଧ୍ୟ ନକଲି ବୋଲି ଜଣାପଡ଼ିଥିଲା । ଠକ ବୋଲି ଜାଣିବା ପରେ ବ୍ୟାଙ୍କ କର୍ମଚାରୀ ସେମାନଙ୍କୁ ଅଟକ ରଖିଥିଲେ । କିଛି ଉପାୟ ନ ପାଇ ଟଙ୍କା ଫେରାଇବାକୁ ବାଧ୍ୟ ହୋଇଥିଲେ ଠକ । ଏମାନେ ଠକ ବୋଲି ଜାଣିବା ପରେ ସ୍ଥାନୀୟ ଲୋକମାନେ ନିର୍ଧୂମ ଛେଚିଥିଲେ । ଖବର ପାଇଁ ଘଣ୍ଟେଶ୍ୱର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଠକ ମାନଙ୍କୁ ମୁକୁଳାଇ ଥାନାକୁ ନେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!