Sunday, September 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮୦ କିଲୋରୁ ଉର୍ଦ୍ଧ୍ଵ ନକଲି ଜର୍ଦ୍ଦା ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
July 20, 2021
in Crime, State
୮୦ କିଲୋରୁ ଉର୍ଦ୍ଧ୍ଵ ନକଲି ଜର୍ଦ୍ଦା ଜବତ, ୩ ଗିରଫ
60
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଚଣ୍ଡିଖୋଲ ଅଞ୍ଚଳରୁ ପୁଣି ନକଲି ଜର୍ଦ୍ଦା ଜବତ। ନକଲି ଜର୍ଦ୍ଦା ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ। ପ୍ରାୟ ୮୦ କେ.ଜିରୁ ଉର୍ଦ୍ଧ୍ଵ ନକଲି ଜର୍ଦ୍ଦା ଜବତ ହୋଇଛି। ଏହା ସହ ତିନି ଜଣଙ୍କୁ ଅଟକ ରଖିଛି ପୋଲିସ। ଚଣ୍ଡିଖୋଲ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ଜର୍ଦ୍ଦା ଜବତ ହୋଇଛି। ଭଦ୍ରକରୁ କଟକ ଚୋରା ଚାଲାଣ ବେଳେ ଜିଲ୍ଲା ଆରକ୍ଷୀ ଅଧିକାରୀଙ୍କ ନିର୍ଦ୍ଦେଶରେ ଚଣ୍ଡିଖୋଲ ଫଣ୍ଡି ଅଧିକାରୀ ଚିତ୍ତରଞ୍ଜନ ଏହି ଚଢାଉ କରିଛନ୍ତି। ଚୋରା ଚାଲାଣ ବେଳେ ଚଣ୍ଡିଖୋଲ ଅଞ୍ଚଳରୁ ପ୍ରାୟ ୮୦ କେଜିରୁ ଉର୍ଦ୍ଧ୍ଵ ନକଲି ଜର୍ଦ୍ଦା ଜବତ ହୋଇଛି। ଏହା ସହ ତିନୋଟି ମୋଟର ସାଇକେଲ୍ ଓ ୩ ଜଣଙ୍କୁ ଅଟକ ରଖିଛି ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!