Sunday, September 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ଔଷଧ କାରବାର ମାମଲା, ଏସଟିଏଫ ଗିରଫ କଲା

by ସଞ୍ଜୟ ସ୍ୱାଇଁ
June 23, 2021
in Crime, Health
ନକଲି ଔଷଧ କାରବାର ମାମଲା, ଏସଟିଏଫ ଗିରଫ କଲା
153
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ନକଲି କରୋନା ଔଷଧ କାରବାର ମାମଲାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ । ଘଟଣାରେ ୩ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍। ଜଣେ ମେଡିଲଏଡ ପ୍ରାଇଭେଟ୍ ଲିମିଟେଡର ନିର୍ଦ୍ଦେଶକ ହୋଇଥିବା ବେଳେ ଅନ୍ୟ ୨ଜଣ କମ୍ପାନୀ କର୍ମଚାରୀ ଅଛନ୍ତି। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବା ସହ ସମ୍ପୃକ୍ତ କମ୍ପାନୀ ଓ ଗିରଫ ଅଭିଯୁକ୍ତଙ୍କ ଆକାଉଣ୍ଟରୁ ପୋଲିସ୍ ୫୦ ଲକ୍ଷରୁ ଉର୍ଦ୍ଧ ଟଙ୍କା ଜବତ କରିଛି। କିଛିଦିନ ତଳେ କଟକରୁ ନକଲି ଫାଭିମାକ୍ସ-୨୦୦ ଓ ଫାଭିମାକ୍ସ ୪୦୦ ମେଡିସିନ୍ ଜବତ ହୋଇଥିଲା। ଏହା ପରେ ମୁଖ୍ୟମନ୍ତ୍ରୀ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ପାଇବା ପରେ ଓଡ଼ିଶା, ମହାରାଷ୍ଟ୍ର ଓ ପଶ୍ଚିମବଙ୍ଗରେ ତଦନ୍ତକାରୀ ଟିମ୍ ତନାଘନା କରୁଥିଲା। ଆଜି ମୁମ୍ବାଇ ପୋଲିସ ଏହି ଘଟଣାରେ ନକଲି ଓଷଧ ତିଆରି କରୁଥିବା ‘ମ୍ୟାକ୍ସ ରିଲିଫ ହେଲ୍ଥ କେୟାର’ କମ୍ପାନୀର ଦୁଇଜଣ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!