Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅସଲି ପୋଲିସ କବଜାରେ ନକଲି ପୋଲିସ, ଶେଷରେ ବନ୍ଧା ହେଲେ

by ସଞ୍ଜୟ ସ୍ୱାଇଁ
June 30, 2023
in Crime, State
ଅସଲି ପୋଲିସ କବଜାରେ ନକଲି ପୋଲିସ, ଶେଷରେ ବନ୍ଧା ହେଲେ
327
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ବରରେ ଅଜବ ଘଟଣା। ଏୟାରଫିଲଡ ଥାନାରେ ଦୁଇ ଆଇଆଇସି। ଅସଲି ପୋଲିସ କବଜାରେ ନକଲି ପୋଲିସ। ନକଲି ଥାନାଧିକାରୀ ହେଲେ ରଞ୍ଜନ ଭୂୟାଁ। ପୋଲିସର ପରିଚୟ ଦେଇ ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରିଥିଲେ ନକଲି ଆଇଆଇସି ରଞ୍ଜନ ଭୂୟାଁ। ଓ୍ବେବ ସିରିଜ କରିବାକୁ ନକଲି ଡ୍ରେସ କିଣି ଦେଉଥିଲେ ପୋଲିସର ପରିଚୟ। ଅଭିଯୁକ୍ତ ରଞ୍ଜନ ଭୂୟାଁଙ୍କୁ ଗିରଫ କରିଛି ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!