Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାଲ୍ ବିଇଡି ସାର୍ଟିଫିକେଟ, ନକଲି ଶିକ୍ଷକ ଗିରଫ

by ସଞ୍ଜୟ ସ୍ୱାଇଁ
July 4, 2023
in Crime, State
ଜାଲ୍ ବିଇଡି ସାର୍ଟିଫିକେଟ, ନକଲି ଶିକ୍ଷକ ଗିରଫ
341
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): କିଛି ମାସର ବ୍ୟବଧାନ ପରେ ପୁଣି ଗିରଫ ହେଲେ ଜଣେ ଜାଲ ଶିକ୍ଷକ । ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଗଙ୍ଗାପୁର ଉଚ୍ଚ ପ୍ରଥମିକ ବିଦ୍ୟାଳୟରେ କାର‌୍ୟ୍ୟରତ ଜାଲ ଶିକ୍ଷକକୁ ଗିରଫ କଲା ପୋଲିସ । ଗିରଫ ଶିକ୍ଷକ ହେଲେ ଶିବରାମ ମହାନ୍ତି । ସେ ଜାଲ ବିଇଡ଼ି ସାର୍ଟିଫିକେଟ ଦେଇ ଆଠ ବର୍ଷ ଧରି ଚାକରି କରିଆସୁଥିଲେ । ତେବେ ଗତ ତିନି ତାରିଖରେ ଆସିକା ବିଇଓ ତାଙ୍କ ନାମରେ ଲିଖିତ ଅଭିଯୋଗ ପରେ ଆଜି ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ଦେଇଛନ୍ତି ଆସିକା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ କ୍ଷ

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!