Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାର୍ବଜନିନ ଦୁର୍ଗାପୂଜା ସମିତି ପ୍ରସ୍ତୁତି ବୈଠକ

by Anil Panda
September 29, 2020
in Nayagarh
ସାର୍ବଜନିନ ଦୁର୍ଗାପୂଜା ସମିତି ପ୍ରସ୍ତୁତି ବୈଠକ
599
VIEWS
Share on FacebookShare on Twitter

ନିରାଡ଼ମ୍ବର ଭାବେ ପୂଜା କରିବାକୁ ଆଲୋଚନା

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ର ସର୍ବପୂରାତନ ସାର୍ବଜନିନ ଦୁର୍ଗାପୂଜା ସମିତିର ପ୍ରସ୍ତୁତି ବୈଠକ ସଂପାଦକ ସୁମନ କୁମାର ସାହୁଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଚଳିତବର୍ଷ କରୋନା ମହାମାରୀ କାଳରେ କୋଭିଡ୍ ନିୟମନୁସାରେ, ପୂଜା ପାଳିତ ହେବା ପାଇଁ ସ୍ଥିରିକୃତ ହୋଇଛି । ନିରାଡ଼ମ୍ବର ଭାବେ ମାଙ୍କର ୫ଦିନ ପର୍ବ ଆସନ୍ତା ୨୨ ତାରିଖଠାରୁ ଆରମ୍ଭ ହୋଇ ୨୬ରେ ଶେଷ ହେବ ବୋଲି ଜଣାଯାଇଛି । ୨୨ ତାରିଖରେ ବେଳବରଣୀଠାରୁ ନୀତିକାନ୍ତି ଆରମ୍ଭ କରାଯାଇ ୨୭ ତାରିଖ ସକାଳୁ ବିଷର୍ଜ୍ଜନ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ବୈଠକରେ ସମିତିର ସଭାପତି ନିର୍ମଳ ଚନ୍ଦ୍ର ଶୂରଦେଓ, ଉପସଭାପତି ଭବରଂଜନ ଦାଶ, ଉପଦେଷ୍ଟା ନୀରଞ୍ଜନ ମିଶ୍ର, ସଭ୍ୟ ଶିଶିର କୁମାର ଦାଶ, ବିଭୂପ୍ରସାଦ ହୋତା, ରଜନୀକାନ୍ତ ଭୂୟାଁ ପ୍ରମୂଖ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!