Saturday, June 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଗାପୂଜା ଭୋଜି ଖାଇ ୧୨ ଜଣ ଝାଡାବାନ୍ତିରେ ଆକ୍ରାନ୍ତ, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
October 6, 2022
in Health, State
ଦୁର୍ଗାପୂଜା ଭୋଜି ଖାଇ ୧୨ ଜଣ ଝାଡାବାନ୍ତିରେ ଆକ୍ରାନ୍ତ, ଜଣେ ମୃତ
23
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ବାଲେଶ୍ବର ଜିଲ୍ଲା ଖଇରା ବ୍ଲକ ସାରଡାଙ୍ଗ ନାକପଦା ଗ୍ରାମରେ ଦୁର୍ଗା ପୂଜା ଭୋଜି ଖାଇ ୧୨ ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ମାମୁଁଘର ନାକପଦାକୁ ବୁଲିବାକୁ ଆସିଥିବା ଗନ୍ଧାଳି ଗ୍ରାମର ଲକ୍ଷ୍ମୀ ମଥାନଙ୍କ ମୃତ୍ୟୁ ହୋଇଛି । ଅନ୍ୟମାନଙ୍କୁ ଚିକିତ୍ସାପାଇଁ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସୋମବାର ଗ୍ରାମର ମଦନ ମୋହନ ବେହେରା ଓ ଶଙ୍କର୍ଷଣ ବେହେରାଙ୍କ ଘରେ ଭୋଜି ହୋଇଥିଲା । ଲୋକେ ଖାଇବା ପରଠାରୁ ଝାଡାବାନ୍ତି ଆରମ୍ଭ ହୋଇଥିଲା । ବୁଧବାର ୬ଜଣଙ୍କୁ ଚିକିତ୍ସାପାଇଁ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା । ଲକ୍ଷ୍ମୀଙ୍କୁ ଗୁରୁତର ଅବସ୍ଥାରେ କଟକ ନିଆଯାଇଥିବା ବେଳେ ସେଠାରେ ସେ ଆଖିବୁଜିଥିଲେ । ଗୁରୁବାର ଅନ୍ୟ ୫ଜଣଙ୍କୁ ଚିକିତ୍ସାପାଇଁ ଖଇରା ମେଡିକାଲ ନିଆଯାଇଛି । ଗ୍ରାମରେ ଅସ୍ବାସ୍ଥ୍ୟକର ପରିବେଶ ଓ ଦୂଷିତ ଜଳ ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ନେଇ କିଛି ଗ୍ରାମବାସୀ ଅଭିଯୋଗ କରିଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!