Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଲଭ ତାଳପତ୍ର ପୋଥୀ ସଂଗ୍ରହ

by ସଞ୍ଜୟ ସ୍ୱାଇଁ
May 18, 2025
in Nayagarh, State
ଦୁର୍ଲଭ ତାଳପତ୍ର ପୋଥୀ ସଂଗ୍ରହ
61
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଆଜି ଆନ୍ତର୍ଜାତୀୟ ସଂଗ୍ରହାଳୟ ଦିବସ ଅବସରରେ ଦୁର୍ଦ୍ଦୁରା ଶ୍ରୀ ଜଗନ୍ନାଥ ସଂଗ୍ରହାଳୟ ଓ ପାଠାଗାର ଅନୁଷ୍ଠାନର ଯୁଵ ସଂଗ୍ରହାକ ସଞ୍ଜୟ କୁମାର ସାହୁ ବିଭିନ୍ନ ସ୍ଥାନରୁ ଦୁର୍ଲଭ ଜିନିଷ ସଂଗୃହିତ କରିଛନ୍ତି। ଏହି ପରିପ୍ରେକ୍ଷୀରେ ବରିଷ୍ଠ ସାମ୍ବାଦିକ ପ୍ରଦୀପ୍ତ ରଥଙ୍କ ନେତୃତ୍ବରେ ପଲୀଶାସନ ଗ୍ରାମରୁ ରାମଚନ୍ଦ୍ର ମିଶ୍ର, ରମେଶ ରଥଙ୍କ ବାସଭବନରୁ ପୁରାତନ ରେଡ଼ିଓ, କ୍ୟାମେରା, ପେଟ୍ରୋମାସ୍କ ଲାଇଟ୍, କାଠ ନିର୍ମିତ ପୁରାତନ କଳାକୃତି ସାମଗ୍ରୀ ସଂଗୃହିତ ହୋଇଥିବା ଜଣାପଡ଼ିଛି । ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ସୋହମ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଯୁବ ସ୍ଵେଚ୍ଛାସେବୀ କାମାକ୍ଷା ପ୍ରସାଦ ଦାସଙ୍କ ବାସଭବନରୁ ସଂସ୍କୃତ ଓ ଓଡ଼ିଆ ଲିପି ଆୟୁର୍ବେଦ ଚିକିତ୍ସା ଦୁର୍ଲ୍ଲଭ ତାଳପତ୍ର ପୋଥୀ ୬ ଖଣ୍ଡ ଶ୍ରୀ ଜଗନ୍ନାଥ ସଂଗ୍ରହାଳୟ ଓ ପାଠାଗାର ଅନୁଷ୍ଠାନକୁ ସ୍ଵେଚ୍ଛାକୃତ ଭାଵେ ପ୍ରଦାନ କରିଛନ୍ତି। ସମାନ୍ତରାଳ ଭାଵେ ନୟାଗଡ଼ ମାସିକ ପତ୍ରିକା ସମ୍ବାଦ ପରମ୍ପରା ସଂପାଦକ ନିର୍ମଳ ଶୂରଦେଓ ଅନୁଷ୍ଠାନକୁ ୨୦୦ ପୁସ୍ତକ ଦେଇ ଗାଁର ଯୁବକ ଯୁବତୀଙ୍କୁ ପାଠାଗାର ପ୍ରତି ଆକୃଷ୍ଟ କରିବା ସହ ପାଠକ ପାଠିକାଙ୍କୁ ମୂଳ ଲକ୍ଷ୍ୟକୁ ଆଧାର କରି ଗୁରୁତ୍ଵ ଦିଆଯାଇଛି ଵୋଲି ଶୂରଦେଓ ମତପ୍ରକାଶ କରିଛନ୍ତି । ଅନୁଷ୍ଠାନକୁ ବିଭିନ୍ନ ବ୍ୟକ୍ତି ବିଶେଷ ସ୍ଵେଚ୍ଛାକୃତ ପ୍ରଦାନ କରିଥିବାରୁ ଅନୁଷ୍ଠାନ ପକ୍ଷରୁ ସଂଗ୍ରହାକ ସଞ୍ଜୟ କୁମାର ସାହୁ କୃତଜ୍ଞତା ଜ୍ଞାପନ କରିଛନ୍ତି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!