Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୂତୀ ଚାନ୍ଦ ‘ସେନ୍‌କୋ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡସ୍‌’ର ନୂଆ ଚେହେରା

by ସଞ୍ଜୟ ସ୍ୱାଇଁ
June 19, 2021
in Nayagarh
ଦୂତୀ ଚାନ୍ଦ ‘ସେନ୍‌କୋ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡସ୍‌’ର ନୂଆ ଚେହେରା
54
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  ଦେଶର ଅଗ୍ରଣୀ ଗହଣା ପ୍ରତିଷ୍ଠାନ ସେନ୍‌କୋ ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡସ୍‌ ପକ୍ଷରୁ ଜାତୀୟ ଚମ୍ପିଆନ୍ ଧାବିକା ଦୂତୀ ଚାନ୍ଦଙ୍କୁ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ନିଯୁକ୍ତ କରାଯାଇଛି। ଏକ ଭର୍ଚୁଆଲ୍ କାର୍ଯ୍ୟକ୍ରମରେ କଂପାନିର ସିଇଓ ଶୁଭଙ୍କର ‌ସେନ୍‌ ଏ ବିଷୟରେ ଘୋଷଣା କରିଛନ୍ତି।  ଦୂତୀ ସେନ୍‌କୋ‌ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡସ୍‌ର ଏଭରଲାଇଟ୍‌ ଗହଣା ସମ୍ଭାର ‘ଲଭ୍ ଇଜ୍ ଲଭ୍‌ କଲେକ୍ସନ’କୁ ଉନ୍ମୋଚନ କରିଛନ୍ତି। ଏହି ହାଲୁକା ଗହଣାଗୁଡ଼ିକରେ ରହିଛି ସୁନା ଓ ହୀରାରେ ତିଆରି‌ ରିଙ୍ଗ, ଇୟର ଷ୍ଟଡ୍, ଚେନ୍ ଏବଂ ପେଣ୍ଡାଣ୍ଟ୍‌। ଗହଣାଗୁଡ଼ିକର ଦାମ୍ ୧୨,୦୦୦ ଟଙ୍କାରୁ ଆରମ୍ଭ ହୋଇଛି। ଗ୍ରାହକମାନେ ଏହାକୁ ନିତିଦିନିଆ ଓ ପାର୍ଟିଓୟାର ଭାବେ ବ୍ୟବହାର କରିପାରିବେ। ଏଲ୍‌ଜିବିଟି ସମ୍ପଦ୍ରାୟ ପ୍ରତି ସମ୍ମାନ ସ୍ବରୂପ ଏଭରଲାଇଟ୍‌ର ନୂଆ ଗହଣା ସମ୍ଭାରକୁ ଉନ୍ମୋଚନ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!