Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିରାଶ କଲେ ଦୂତୀ

by ସଞ୍ଜୟ ସ୍ୱାଇଁ
July 30, 2021
in NATIONAL NEWS, Sports, WORLD
ନିରାଶ କଲେ ଦୂତୀ
277
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): ନିରାଶ କଲେ ଦୂତୀ ଚାନ୍ଦ। ୧୦୦ ମିଟିର ହିଟ୍ସରେ ୧୧.୫୪ ସେକେଣ୍ଡ ନେଇ ସପ୍ତମ ସ୍ଥାନରେ ରହିଲେ ଦୂତୀ। ପରବର୍ତ୍ତୀ ହିଟ୍ସରେ ଉନ୍ନିତ ହେଲେ ହିଟ୍ସର ଟପ୍ ୩ ଖେଳାଳି। ସପ୍ତମ ସ୍ଥାନରେ ରହି ଦୂତୀ ବାଦ୍ ପଡ଼ିଛନ୍ତି। ପ୍ରଥମ ସ୍ଥାନରେ ରହିଛନ୍ତି, ଜାମାଇକାର ଫ୍ରାସର ପ୍ରାଇସି । ସେ ୧୦.୮୪ ସେକେଣ୍ଡରେ ୧୦୦ ମିଟର ଅତିକ୍ରମ କରିଥିଲେ। ଦ୍ୱିତୀୟରେ ସୁଇଜରଲାଣ୍ଡ ଓ ତୃତୀୟରେ ରହିଥିଲେ ନାଇଜେରିଆର ଖେଳାଳି। ୨୦୧୬ ରିଓ ଅଲିମ୍ପିକ୍ସରେ ଦୂତୀ ଚାନ୍ଦ ୧୧.୬୭ ସେକେଣ୍ଡରେ ୧୦୦ ମିଟର ଅତିକ୍ରମ କରିଥିଲେ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!