Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଣମାଧ୍ୟମ ସଂସ୍ଥାକୁ ଅଶାଳୀନ ଭାଷାରେ ଗାଳିଗୁଲଜ କରିବା ନେଇ ଦୂତୀଙ୍କ ବିରୁଦ୍ଧରେ ହାଇକୋର୍ଟରେ ମାମଲା ରୁଜ

by ସଞ୍ଜୟ ସ୍ୱାଇଁ
August 13, 2021
in Sports, State
ଗଣମାଧ୍ୟମ ସଂସ୍ଥାକୁ ଅଶାଳୀନ ଭାଷାରେ ଗାଳିଗୁଲଜ କରିବା ନେଇ ଦୂତୀଙ୍କ ବିରୁଦ୍ଧରେ ହାଇକୋର୍ଟରେ ମାମଲା ରୁଜ
291
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଦୂତୀଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ଭୁବନେଶ୍ବର ଡିସିପିଙ୍କୁ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ। ଏକ ଗଣମାଧ୍ୟମ ସଂସ୍ଥାକୁ ଅଶାଳୀନ ଭାଷାରେ ଗାଳିଗୁଲଜ କରିବା ନେଇ ଦୂତୀଙ୍କ ବିରୁଦ୍ଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ଏହାର ଶୁଣାଣି କରି ରାୟ ଦେଇଛନ୍ତି ହାଇକୋର୍ଟ। ସୂଚନାଯୋଗ୍ୟ, ଦୂତି ଚାନ୍ଦଙ୍କ ଘରକୁ ଯାଇ ତାଙ୍କ ବାପା-ମାଆଙ୍କ ଠାରୁ ପ୍ରତିକ୍ରିୟା ଆଣିଥିଲା ଏକ ଓ୍ବେବ୍‌ ମିଡିଆ। ଟୋକିଓ ଅଲିମ୍ପିକ୍ସରେ ଦୂତିଙ୍କ ବିଫଳତା ଏବଂ ତାଙ୍କ ପରିବାର ସହ ଲାଗିରହିଥିବା କନ୍ଦଳକୁ ନେଇ ସଂପୃକ୍ତ ଓ୍ବେବ୍‌ ମିଡିଆ ତାଙ୍କ ବାପା-ମାଆଙ୍କ ଠାରୁ ବାଇଟ୍‌ ଆଣିଥିଲା। ପରେ ଖବର ପ୍ରସାରଣ ନକରିବାକୁ ସଂପୃକ୍ତ ଗଣମାଧ୍ୟମ ଦୂତିଙ୍କୁ ଟଙ୍କା ମାଗିଥିବା ନେଇ ଅଭିଯୋଗ କରିଥିଲେ ଦୂତି। ପରେ ସଂପୃକ୍ତ ଗଣମାଧ୍ୟମକୁ ଦୂତି ଅଶାଳୀନ ଭାଷାରେ ଗାଳିଗୁଲଜ କରୁଥିବାର ଏକ ଅଡିଓ ଭାଇରାଲ ହୋଇଥିଲା। ଏ ନେଇ ହାଇକୋର୍ଟରେ ମାମଲା ମଧ୍ୟ ରୁଜୁ ହୋଇଥିଲା। ତେବେ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ଆଥ୍‌ଲେଟ ଦୂତି ଚାନ୍ଦଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ ନେବାକୁ ହାଇକୋର୍ଟ ଭୁବନେଶ୍ବର ଡିସିପିଙ୍କୁ ନିର୍ଦେଶ ଦେଇଛନ୍ତି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!