Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଡିୱାଇଏଫ୍‌ଆଇର ବିକ୍ଷୋଭ

by Anil Panda
September 15, 2020
in Nayagarh
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଡିୱାଇଏଫ୍‌ଆଇର ବିକ୍ଷୋଭ
290
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଭାରତର ଗଣତାନ୍ତ୍ରିକ ଯୁବ ଫେଡେରସନ୍ (ଡିୱାଇଏଫ୍‌ଆଇ) ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପଦର୍ଶନ କରାଯାଇଛି । କେନ୍ଦ୍ର ସରକାର ଯୁବକଙ୍କ ମାନଙ୍କୁ ନିଯୁକ୍ତି ଦେବାର ପ୍ରତିଶୃତି ଦେଇ ଧୋକାବାଜି କରିଥିବା ନେଇ ସଂଗଠନ ପକ୍ଷରୁ ଅଭିଯୋଗ କରାଯାଇଛି । ଦେଶରେ ନିଯୁକ୍ତି ସୃଷ୍ଟି କରିବା ବଦଳରେ ସରକାର ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଘରୋଇ କରଣ କରି ଚାଲିଥିବା ବେଳେ ଶିକ୍ଷିତ ବେକାରୀ ସମସ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି । ଯାହାକୁ ନେଇ ଆଜି ସଂଗଠନ ପକ୍ଷରୁ ବିକ୍ଷୋଭ ପଦର୍ଶନ କରାଯାଇଥିବା ବେଳେ ବେକାରୀ ଯୁବକ ଯୁବତୀମାନଙ୍କୁ ନିଯୁକ୍ତି ପ୍ରଦାନ ପାଇଁ ଦାବି କରାଯାଇଛି । ଏଥିସହିତ ରାଜ୍ୟ ସରକାର କରୋନା ମୁକାବିଲା କରିବାରେ ଅସମର୍ଥ ହୋଇଥିବା ନେଇ ସଂଗଠନ ପକ୍ଷରୁ କୁହାଯାଇଥିବା ବେଳେ ରାଜ୍ୟରେ ସ୍ୱାସ୍ଥ୍ୟ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗ ହୋଇଛି । ଏନେଇ ଡିୱାଇଏଫ୍‌ଆଇ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିବା ଜଣାଯାଇଛି । ସଂଗଠକ ସରୋଜ ନାୟକଙ୍କ ନେତୃତ୍ୱରେ ଏହି ବିକ୍ଷୋଭ କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!