Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାମପୁର ଦଳିତପଡ଼ାରେ ପଡ଼ାରେ ବ୍ୟାପିଲା ଝାଡାବାନ୍ତି

by ସଞ୍ଜୟ ସ୍ୱାଇଁ
May 26, 2025
in State
ରାମପୁର ଦଳିତପଡ଼ାରେ ପଡ଼ାରେ ବ୍ୟାପିଲା ଝାଡାବାନ୍ତି
11
VIEWS
Share on FacebookShare on Twitter

ଝାରସୁଗୁଡା, (ବାଘୁଆବାର୍ତ୍ତା): ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ପୌରାଞ୍ଚଳ ଅନ୍ତର୍ଗତ ରାମପୁର ଦଳିତପଡ଼ାରେ ପଡ଼ାରେ ଝାଡ଼ାବାନ୍ତି ଆତଙ୍କ l ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗତ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ମୃତକମାନେ ମିଳନ ସାହୁ, ଡମ୍ବରୁଧ ବୁଡ଼ା, ବାସୁଦେବ ତନ୍ତୀ ବୋଲି ଜଣାପଡିଛି । ମିଳନଙ୍କ ମୃତ୍ୟୁ ଗତ ୧୮ ତାରିଖରେ ଖଲିଆକାନୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ହୋଇଥିଲା। ଗତ ୨୩ ତାରିଖରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡମ୍ବରୁଧରଙ୍କ ମୃତ୍ୟୁ ହୋଇଥିବାବେଳେ ରବିବାର ବାସୁଦେବଙ୍କ ମୃତ୍ୟୁ ହୋଇଛି । ଏହି ପଡ଼ାର ୧୫ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ଥିବା ଜଣାପଡ଼ିଛି । ସେମାନଙ୍କ ମଧ୍ୟରେ ୫ ଜଣ ପୁରୁଷ, ୫ ଜଣ ମହିଳା ଓ ୪ ଜଣ ଶିଶୁ ରହିଛନ୍ତ । ପଡ଼ାରେ ଥିବା କୂଅର ଦୂଷିତ ପାଣି ପିଇ ଝାଡ଼ାବାନ୍ତି ବ୍ୟାପିଥିବା ଅନୁମାନ କରାଯାଇଛି । ଏକ ଡାକ୍ତରୀ ଦଳ ଘଟଣା ସ୍ଥଳ କୁ ଯାଇ ସ୍ଥିତି ପରଖିବା ସହ ଉକ୍ତ କୂଅପାଣିର ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛନ୍ତି l

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!