Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣି ବ୍ୟବସାୟୀଙ୍କ ଘରେ ଇଡି ରେଡ୍

by ସଞ୍ଜୟ ସ୍ୱାଇଁ
January 8, 2025
in Crime, State
‘ବାଘୁଆବାର୍ତ୍ତା’ ଖବର ଉତ୍ତାରିଲେ ହେବ ମାମଲା
126
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆକ୍ସନରେ ଇଡି । ଖଣି ବ୍ୟବସାୟୀଙ୍କ ଘରେ ଇଡି ରେଡ୍। ଖଣି ବ୍ୟବସାୟୀ ରତ୍ନାକର ନାୟକ (ଝୁଲୁ)ଙ୍କ ଘରେ ଇଡ଼ି ଚଢାଉ କରିଛି। ଏକକାଳୀନ ଅନେକ ସ୍ଥାନରେ ରେଡ୍ ଚାଲିଛି। ଭୁବନେଶ୍ଵର ଚନ୍ଦ୍ରଶେଖରପୁର ଠାରେ ଥିବା ଘର, ଢେଙ୍କାନାଳ, ଭୁବନେଶ୍ଵରରେ ଥିବା ଅଫିସ, ବ୍ୟବସାୟ ପ୍ରତିଷ୍ଠାନରେ ଇଡି ଚଢାଉ କରିଛି। ଖବର ଅନୁଯାୟୀ, ବେଆଇନ ଆର୍ଥିକ କାରବାର ନେଇ ଇଡି ପକ୍ଷରୁ ବୁଧବାର ଦିନ ଖଣି ବ୍ୟବସାୟୀ ରତ୍ନାକର ନାୟକଙ୍କ ଘରେ ରେଡ୍ ପକ୍ଷରୁ ଚଢାଉ ହୋଇଛି। ଏକାକାଳୀନ ୧୪ଟି ସ୍ଥାନରେ ଇଡି ପକ୍ଷରୁ ଚାଲିଛି ଚଢାଉ । ତେବେ ଏହି ଚଢ଼ାଉ ବେଳେ ଟଙ୍କା କାରବାର ନେଇ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!