Monday, June 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧାନ ବିଲରେ ଓହଳି ପଡିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
August 7, 2021
in State
ଧାନ ବିଲରେ ଓହଳି ପଡିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
48
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ । ବେପରୁଆ ବିଦ୍ୟୁତ ବିଭାଗର ଅବହେଳା ପାଇଁ ଜଣେ ଯୁବକଙ୍କ ଜୀବନ ଗଲା । ବାଲେଶ୍ବର ଜିଲ୍ଲା ଖନ୍ତାପଡ଼ା ଥାନା କଷବାଜୟପୁର ଗ୍ରାମର ଗଣେଶ ଜେନା ବିଲକୁ ଧାନ ବିହନ ନେଇ ରୋଇବାକୁ ଯାଇଥିଲା । ବିଲରେ ଧାନ ଚାଷ ପାଇଁ ପାଣି ପଂଚାୟତ ମାଧ୍ୟମରେ ବିଲରେ ଗଭୀର ନଳକୂପ ବସଜାଇ ଚାଷୀଙ୍କର ଚାଷ ଜମିକୁ ଜଳସେଚିତ କରାଯାଉଥିଲା । ସେଥିରେ ସଂଯୁକ୍ତ ହୋଇଥିବା ବିଦ୍ୟୁତ ତାର ତଳକୁ ଓହଳି ପଡିଥିଲା । ଗଣେଶ ସେହି ତାର ସଂସ୍ପର୍ଶରେ ଆସିବାରୁ ବିଦ୍ୟୁତ ଆଘାତ ଲାଗି ପ୍ରାଣ ହରାଇଛନ୍ତି । ଘଟଣା ନେଇ ସ୍ଥାନୀୟ ଅଂଚଳରେ ଉତ୍ତେଜନା ପ୍ରକାଶ ପାଇଛି । ଘଟଣାସ୍ଥଳରେ ଖନ୍ତାପଡ଼ା ଆଇଆଇସି ବିମଳ କୁମାର ନାୟକ ପହଂଚି ଉତ୍ତେଜନାକାରୀଙ୍କୁ ବୁଝାସୁଝା କଲେ ମଧ୍ୟ ମୃତ ଯୁବକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା, ସ୍ତ୍ରୀ ସଂଘମିତ୍ରା ଜେନାଙ୍କୁ ନିଯୁକ୍ତି ଦାବି କରିଛନ୍ତି । ଦୁଇ ବିଦ୍ୟୁତ କର୍ମଚାରୀଙ୍କୁ ଗାଁ ଲୋକ ଅଟକ ରଖିଛନ୍ତି । ପୋଲିସ ଗାଡି ସମ୍ମୁଖରେ ପରିବାର ଲୋକ ବସି ନିଜର ଦାବି ରଖିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!