Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଣିକି ବିଜୁଳି ପାଇଁ ଲାଗିବ ପ୍ରିପେଡ୍ ସ୍ମାର୍ଟ ମିଟର, ବୈଠକରେ ନିଆଯାଇଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

by ସଞ୍ଜୟ ସ୍ୱାଇଁ
October 5, 2021
in State
406
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଧାନସଭା ଶକ୍ତି ବିଭାଗ ଷ୍ଟାଣ୍ଡିଂ କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଗ୍ରାହକ ଚାହିଁଲେ ପ୍ରିପେଡ ସ୍ମାର୍ଟ ମିଟର ଲଗାଇପାରିବେ । ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଥିବା ନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର । ସେ କହିଛନ୍ତି ଯେ, ଏଣିକି ସ୍ୱୟଂସହାୟିକା ଗୋଷ୍ଠୀଙ୍କ ଦ୍ୱାରା ବିଜୁଳି ବିଦ୍ୟୁତ ବିଲ୍ ଆଦାୟ କରାଯିବ । ଘରକୁ ଘର ବୁଲି ବିଦ୍ୟୁତ ବିଲ ଆଦାୟ କରିବେ ଏସଏଚଜି ।’ ତେବେ ପ୍ରିପେଡ ସ୍ମାର୍ଟ ମିଟର ଲାଗିବା ସହିତ ସିମ୍ କାର୍ଡ ଜରିଆରେ ବିଲ୍ ପେମେଣ୍ଟ ହେବ । ଜଣେ ସିମକାର୍ଡରେ ଯେତିକି ଟଙ୍କା ପେମେଣ୍ଟ କରିବ, ସେତିକି ବିଜୁଳି ବ୍ୟବହାର କରିବ । ପ୍ରତିମାସ ଶେଷରେ ଗ୍ରାହକଙ୍କୁ ବିଲ୍ ଦେବାପାଇଁ କୁହାଯାଇଛି । ଠିକ୍ ସମୟରେ ବିଲ୍ ଆଦାୟ ପାଇଁ ମଧ୍ୟ କୁହାଯାଇଛି । ପାୱାର କଟ୍ ପୂର୍ବରୁ ଗାଁରେ ପ୍ରଚାର ହେବା ଦରକାର ବୋଲି ବାଚସ୍ପତି କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!