Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦ୍ୟୁତ୍ ଆଘାତରେ ଜଣେ ମୃତ 

by ସଞ୍ଜୟ ସ୍ୱାଇଁ
June 22, 2025
in Accident, Breaking, Nayagarh
ବିଦ୍ୟୁତ୍ ଆଘାତରେ ଜଣେ ମୃତ 

Electric Discharge Hazard Representation

352
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା):ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ଲାଠିପଡ଼ା ନିକଟସ୍ଥ ସାମନ୍ତରାପୁର ଗ୍ରାମରେ ଆଜି ବିଦ୍ୟୁତ୍ ଆଘାତରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନୟାଗଡ଼ ସଦରଥାନ ଅନ୍ତର୍ଗତ ଖଣ୍ଡୁଗାଁ ଗ୍ରାମର ଆରତ ଦାଶଙ୍କ ପୁଅ ଭଞ୍ଜନ ଦାଶ। ସେ ଜଣେ ବ୍ୟକ୍ତିଙ୍କ ୱାରିଂ କାମ କରିବାକୁ ସାମନ୍ତରାପୁର ଗ୍ରାମକୁ ଯାଇଥିଲେ। ସେଠାରେ ବିଦ୍ୟୁତ୍ ଆଘାତ ଲାଗିବା ପରେ ସେ ଅଚେତ ହୋଇପଡ଼ିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଇଟାମାଟି ଥାନା ପୁଲିସ ଅଭିଯୋଗ ପାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!