Tuesday, July 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଖି ବୁଜିଲା ଆହତ ଦନ୍ତା, କିଛି ଦିନ ଧରି କରାଯାଉଥିଲା ଚିକିତ୍ସା

by ସଞ୍ଜୟ ସ୍ୱାଇଁ
October 23, 2021
in State
ଆଖି ବୁଜିଲା ଆହତ ଦନ୍ତା, କିଛି ଦିନ ଧରି କରାଯାଉଥିଲା ଚିକିତ୍ସା
34
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଆଖି ବୁଜିଲା ଆହତ ଦନ୍ତା । ଢେଙ୍କାନାଳ ଜିଲ୍ଲା ଷଢଙ୍ଗୀ ବନାଞ୍ଚଳର ଲହଡ଼ା ସଂରକ୍ଷିତ ଜଙ୍ଗଲରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି । ମୃତ ଦନ୍ତା ହାତୀର ବୟସ ୧୦ବର୍ଷ ହେବ ବୋଲି ଅନୁମାନ କରାଯାଇଛି । ଖବର ଅନୁଯାୟୀ, ହାତୀଟି ଅସୁସ୍ଥ ହୋଇ ପଡ଼ିଥିବା ଖବର ପାଇଁ ବନ ବିଭାଗ ପକ୍ଷରୁ ଗତ ଦୁଇଦିନ ହେଲା ଚିକିତ୍ସା କରାଯାଉଥିଲା । ମାତ୍ର ଶନିବାର ଦିନ ହାତୀଟିର ମୃତ୍ୟୁ ଘଟିଥିବା ଜଣାପଡିଛି । ହାତୀର ହାଡରେ କୌଣସି ସଂକ୍ରମଣ ଯୋଗୁଁ ଅସୁସ୍ଥ ହୋଇ ପଡିଥିଲା । ବନବିଭାଗ ପକ୍ଷରୁ ହାତୀର ମୃତଦେହ ବ୍ୟବଚ୍ଛେଦ କରାଯାଇ ମୃତ୍ୟୁର କାରଣ ଖୋଜାଯାଉଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!