Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦ୍ର ସରକାର ନୂଆ ପ୍ରସ୍ତାବ, ୨୦୨୨ରେ ଏକା ସଙ୍ଗେ ହେବ ବାଘ ଓ ହାତୀ ଗଣନା

by ସଞ୍ଜୟ ସ୍ୱାଇଁ
August 26, 2021
in Planning and Development, State
କେନ୍ଦ୍ର ସରକାର ନୂଆ ପ୍ରସ୍ତାବ, ୨୦୨୨ରେ ଏକା ସଙ୍ଗେ ହେବ ବାଘ ଓ ହାତୀ ଗଣନା
36
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ୨୦୨୨ରେ ଏକା ସଙ୍ଗେ ହେବ ବାଘ ଓ ହାତୀ ଗଣନା । କେନ୍ଦ୍ର ସରକାର ଏହି ନୂଆ ପ୍ରସ୍ତାବ ଦେଇଛନ୍ତି ବୋଲି ଚଉଉୠ ଶଶୀ ପଲ ସୂଚନା ଦେଇଛନ୍ତି । ହେଲେ କେଉଁ ପଦ୍ଧତିରେ ହେବ, ତାକୁ ଅପେକ୍ଷା କରାଯାଇଛି । ତେବେ ପୂର୍ବରୁ ବାଘ ଓ ହାତୀ ଗଣନା ଅଲଗା ଅଲଗା ହେଉଥିଲା । ୨୦୧୭ ଗଣନା ଅନୁସାରେ, ରାଜ୍ୟରେ ୧୯୭୬ ହାତୀ ଥିଲେ। ହାତୀ ୩ଟି କାରଣରୁ ମରୁଛନ୍ତି । ଗୋଟିଏ ସ୍ବାଭାବିକ ମୃତ୍ୟୁ । ଦ୍ଵିତୀୟ ରୋଗରେ ଯେପରି ଗତ ଫେବୃଆରୀରେ କଳାହାଣ୍ଡିର କଲରାପାଟରେ ହୋଇଥିଲା । ତୃତୀୟରେ ବର୍ଷକୁ ୧୫ରୁ ୨୦ ହାତୀ ଅସ୍ଵାଭାବିକ କାରଣରୁ ମରନ୍ତି । ଯେପରି ଟ୍ରେନ୍ ଧକ୍କା, ବିଦ୍ୟୁତ ଆଘାତ, ଶିକାର ବି କାରଣ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!