Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାତୀ ଆକ୍ରମଣରେ ୨ମୃତ : ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
January 18, 2020
in Breaking
ହାତୀ ଆକ୍ରମଣରେ ୨ମୃତ : ଜଣେ ଗୁରୁତର
24
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା) : ଜଙ୍ଗଲ ଛାଡି ଖାଦ୍ୟ ଅନ୍ୱେଷଣରେ ଜନବସତି ମୁଁହା ଜଙ୍ଗଲୀ ହାତୀ । ସେଥିପାଇଁ ବିଭିନ୍ନ ସମୟରେ ବ୍ୟାପକ ଧନ ଜୀବନ ନଷ୍ଟ ହେଉଛି । ସେହିପରି ଆଜି ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ହଜ ଏବଂ କଲରାଝର ଗ୍ରାମରେ ଜଙ୍ଗଲୀ ହାତୀ ଆକ୍ରମଣରେ ଦୁଇଜଣଙ୍କ ଜୀବନ ହାନି ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଭୋର ସମୟରେ ନିଜ ବାଡିକୁ ପରିସ୍ରା ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ । ମୃତକ ହେଲେ ହଜ ଗ୍ରାମର ବଂଶୀଧର ଛୁଆଳ ସିଂ ଏବଂ କଲରାଝର ଗ୍ରାମର ସନାତନ ପ୍ରଧାନ ସେହିପରି ଉକ୍ତ ଗ୍ରାମର ବ୍ରଜବନ୍ଧୁ ସାହୁ ଗୁରୁତର ଆହତ ହୋଇ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ବନବିଭାଗ ହାତୀମାନଙ୍କୁ ଘଉଡାଇବାରେ ବିଫଳ ହେଉଥିବାରୁ ଗୋଟେ ପରେ ଗୋଟେ ମଣିଷ ଜୀବନ ଯାଉଛି ବୋଲି ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି । ଏନେଇ ସ୍ଥାନୀୟ ଲୋକଙ୍କ ମଧରେ ଉତେଜନା ଦେଖା ଯାଇଥିବାବେଳେ ରାସ୍ତା ଅବରୋଧ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!