Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
September 27, 2021
in State
ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ
42
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): କେନ୍ଦୁଝରରେ ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ପୁରୁଣାପାଣି ଗାଁର ୨୫ ବର୍ଷ ବୟସ୍କ ଚାମର ମୁଣ୍ଡା । ବାମେବାରୀ ଥାନା ଅନ୍ତର୍ଗତ ପୁରୁଣାପାଣି ଗାଁ ଲୋକେ ବର୍ତ୍ତମାନ ବିଲରେ ଧାନ ଚାଷ କରିଛନ୍ତି ଓ ବିଭିନ୍ନ ସମୟରେ ବନ୍ୟଜନ୍ତୁ ବିଲରେ ପଶି ଫସଲ ଖାଇ ନଷ୍ଟ କରି ପକାଉଛନ୍ତି । ତେଣୁ ଚାମର ତାବିଲରେ ଏକ ମଞ୍ଚା କରି ଧାନ କରିଥିଲା । ସୋମବାର ସକାଳୁ ସେ ମଞ୍ଚାରୁ ଓହ୍ଲାଇ ଘରକୁ ଯାଉଥିବା ସମୟରେ ହାତୀ ଆକ୍ରମଣର ଶିକାର ହୋଇଛନ୍ତି । ଘର ଲୋକେ ତୁରନ୍ତ ତାଙ୍କୁ ଝୁମ୍ପୁରା ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ବର୍ତ୍ତମାନ ଏହି ଅଞ୍ଚଳରେ ୧୧ଟି ବଣୁଆ ହାତୀ ଚଳ ପ୍ରଚଳ କରୁଥିବା ବନ ବିଭାଗ ସୂତ୍ରରୁ ସୂଚନା ମିଳିଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!