Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାତୀ ଆକ୍ରମଣରେ ବୃଦ୍ଧ ମୃତ

by ସଞ୍ଜୟ ସ୍ୱାଇଁ
May 19, 2025
in State
ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌, ପୋଲିସ ଫୋର୍ସ ମୁତୟନ
26
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସମ୍ବଲପୁର ଜିଲ୍ଲା ଯୁଯୋମୁରା ବ୍ଲକ୍ ତଥା ପଡିଆବାହାଲ ବନାଞ୍ଚଳ ଅନ୍ତର୍ଗତ ଡଙ୍ଗରପଡା ଗ୍ରାମପଞ୍ଚାୟତର ହୀରୋ ଓ ଚିଲକାମ ମଝିରେ ଥିବା ମଜୁରିଆ ପଡ଼ା ଠାରେ ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ ହୋଇଛି । ମୃତକ ଜଣକ ହେଲେ ଶ୍ୟାମସୁନ୍ଦର ପ୍ରଧାନ। ଖବର ପାଇ ପଡିଆବାହାଲ ବନବିଭାଗ ପକ୍ଷରୁ ବନ କର୍ମଚାରୀଙ୍କ ଏକ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି । ସୂଚନା ମୁତାବକ, ଶ୍ୟାମସୁନ୍ଦର ପ୍ରଧାନ ନୂଆମୁଣ୍ଡାରୁ ସାଇକେଲ ଯୋଗେ ନିଜ ଘରକୁ ଫେରୁଥିଲେ। ଘରକୁ ଫେରିବା ବେଳେ ମଜୁରିଆପଡ଼ାରେ ୬ ଟିକିଆ ହାତୀପଲ ହାବୁଡ଼ରେ ପଡି ଯାଇଥିଲେ। ଫଳରେ ହାତୀ ପଲ ଶ୍ୟାମସୁନ୍ଦରଙ୍କୁ ଆକ୍ରମଣ କରି ଦଳି ମାରି ଦେଇଥିଲେ। ଏନେଇ ସୂଚନା ପାଇବା ପରେ ପରେ ପଡିଆବାହାଲ ବନବିଭାଗ ପକ୍ଷରୁ ବନ କର୍ମଚାରୀଙ୍କ ଏକ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଥିବା ନେଇ ସୂଚନା ମିଳିଛି।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!