Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଘଡିଆଁ ଜଙ୍ଗଲରେ ୩୦ ଟିକିଆ ହାତୀପଲ, ଭୟରେ ଗ୍ରାମବାସୀ

by ସଞ୍ଜୟ ସ୍ୱାଇଁ
June 15, 2021
in Literature, State
ବାଘଡିଆଁ ଜଙ୍ଗଲରେ ୩୦ ଟିକିଆ ହାତୀପଲ, ଭୟରେ ଗ୍ରାମବାସୀ
80
VIEWS
Share on FacebookShare on Twitter

ତେଲକୋଇ, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ବିଟ ଅଞ୍ଚଳ ଦୁଲ୍ଲଭପୁର ଗାଁ ନିକଟରେ ହାତୀ ଆତଙ୍କ । ଲୋକେ ଭୟଭୀତ । ଦୁଲ୍ଲଭପୁର ଗାଁ ନିକଟ ବାଘଡିଆଁ ଜଙ୍ଗଲରେ ଡେରା ପକାଇଛନ୍ତି ୩୦ ଟିକିଆ ହାତୀପଲ। ଦଳରେ ସାତଟି ଛୁଆ ହାତୀମଧ୍ୟ ରହିଛନ୍ତି। ହାତୀପଲଙ୍କୁ ଘଉଡାଇବା ପାଇଁ ବନ ବିଭାଗର ଟିମ୍ ଉଦ୍ୟମ ଜାରି ରଖିଥିବା ବେଳେ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି । କିଛି ଦିନ ଧରି ତେଲକୋଇ ବନାଞ୍ଚଳରେ ହାତୀ ଉପଦ୍ରବ କମିଥିବା ବେଳେ ପୁଣି ୩୦ ଟିକିଆ ହାତୀ ପଲଙ୍କୁ ଦେଖି ଲୋକଙ୍କ ମନରେ ଆଶଙ୍କା ଦେଖାଦେଇଛି ।ହାତୀଙ୍କ ଦାଉରୁ ନିଜ ଫସଲକୁ କିପରି ସୁରକ୍ଷା ଦେବେ ସେନେଇ ଚାଷୀ ଏବେ ଚିନ୍ତାରେ ପଡିଛନ୍ତି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!