Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୧ ଚୋରି ବାଇକ ଜବତ

by ସଞ୍ଜୟ ସ୍ୱାଇଁ
July 30, 2024
in Crime, State
୧୧ ଚୋରି ବାଇକ ଜବତ
82
VIEWS
Share on FacebookShare on Twitter

ଅନୁଗୋଳ, (ବାଘୁଆବାର୍ତ୍ତା): ବାଇକ୍ ଚୋରି ଅଭିଯୋଗରେ ୮ ଜଣଙ୍କୁ ଗିରଫ କରିଛି ପୁଲିସ। ଏଭଳି ଅଭିଯୋଗ ଆସିଛି ଅନୁଗୋଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳରୁ। ଏଥିରେ ପୁଲିସ ୧୧ଟି ଚୋରି ବାଇକ୍ ଉଦ୍ଧାର କରିବା ସହ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗତ କିଛିଦିନ ହେବ ନିଶା ସ୍ଥିତ ଏକ ଘରୋଇ କାରଖାନାର ମ୍ୟାଟେରିଆଲ ଗେଟ୍ ସମ୍ମୁଖରୁ ବାଇକ ଚୋରି ହେଉଥିଲା। ଏନେଇ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଅଧାରକରି ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଏହି ଚୋରି ଘଟଣାର ପୁଲିସ ତଦନ୍ତ କରି ଜରିପଡ଼ା ଥାନା ଅଞ୍ଚଳରୁ ୧୧ଟି ବାଇକ୍ ଉଦ୍ଧାର କରିଥିଲା। ଏହା ସହିତ ଚୋରି ଘଟଣାରେ ସଂପୃକ୍ତ ଥିବା ୩ଜଣଙ୍କ ସହ ଚୋରି ବାଇକ୍ କିଣିବା ଅଭିଯୋଗରେ ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!