Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସକାଳୁ ସକାଳୁ ଦୁର୍ଦ୍ଦାନ୍ତ ଅପରାଧିକୁ ଏନ୍‌କାଉଣ୍ଟର

by ସଞ୍ଜୟ ସ୍ୱାଇଁ
March 4, 2025
in Crime, State
ସକାଳୁ ସକାଳୁ ଦୁର୍ଦ୍ଦାନ୍ତ ଅପରାଧିକୁ ଏନ୍‌କାଉଣ୍ଟର
59
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ସମ୍ୱଲପୁର ଅଇଁଠାପାଲି ଥାନା ଅଂଚଳରେ ଏନକାଉଣ୍ଟର । ଏୟାରଷ୍ଟ୍ରିପ ରାସ୍ତାରେ ଏନକାଉଣ୍ଟର କରିଛି ପୋଲିସ । ଦୁର୍ଦ୍ଦାନ୍ତ ଅପରାଧି ମହେଶ କୁମାରକୁ ଏନକାଉଣ୍ଟର କଲା ଅଇଁଠାପାଲି ପୋଲିସ । ଏନକାଉଣ୍ଟରରେ ପାଦରେ ଗୁଳି ବାଜିଛି । ଆହତ ମହେଶ କୁମାରଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି । ଅପରାଧୀ ପାଖରୁ ବନ୍ଧୁକ ଓ ଗୁଳି ଜବତ କରିଛି ପୋଲିସ୍ । ମଧ୍ୟ ବନ୍ଧୁକ ଦେଖାଇ ୪୦ ହଜାର ଟଙ୍କା ଛଡାଇ ନେଇଥିଲା ମହେଶ । ମଙ୍ଗଳବାର ସକାଳୁ ତାକୁ ଧରିବା ପାଇଁ ପୋଲିସ ପିଛା କରିବା ସମୟରେ ପୋଲିସ ଉପରକୁ ଗୁଳି ଚଳାଇଥିଲା ମହେଶ । ଏହାର ପାଲଟା ଜବାବରେ ଏନକାଉଣ୍ଟର କରିଥିଲା ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!