Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଂଜିନିୟରିଂ-ପଲିଟେକ୍‌ନିକ୍‌ ପିଲାଙ୍କ ହଷ୍ଟେଲ ଫି’ ଛାଡ଼ କଲେ ରାଜ୍ୟ ସରକାର

by ସଞ୍ଜୟ ସ୍ୱାଇଁ
March 12, 2021
in Education, Nayagarh
ଇଂଜିନିୟରିଂ-ପଲିଟେକ୍‌ନିକ୍‌ ପିଲାଙ୍କ ହଷ୍ଟେଲ ଫି’ ଛାଡ଼ କଲେ ରାଜ୍ୟ ସରକାର
145
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  କରୋନା ମହାମାରୀ ଯୋଗୁଁ ଅନେକ ସାଧାରଣ ଜନତାଙ୍କୁ ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ଏହି ମହାମାରୀ ଯୋଗୁଁ ଲକ୍‌ଡାଉନ୍‌ ସମୟରେ ରାଜ୍ୟର ସମସ୍ତ ସରକାରୀ ବୈଷୟିକ ବିଶ୍ବବିଦ୍ୟାଳୟ, ଇଂଜିନିୟରିଂ କଲେଜ୍‌ ଓ ପଲିଟେକ୍‌ନିକ୍‌ ଏପ୍ରିଲ ୨୦୨୦ ଠାରୁ ଡିସେମ୍ବର ୨୦୨୦ ପର୍ଯ୍ୟନ୍ତ ବନ୍ଦ ରହିଥିଲା। ଛାତ୍ରଛାତ୍ରୀମାନେ ଏହି ସମୟରେ ହଷ୍ଟେଲ ସୁବିଧାର ଉପଯୋଗ କରି ନଥିଲେ। ତେଣୁ ମାନ୍ୟବର ମୁଖ୍ୟମନ୍ତ୍ରୀ ସହୃଦୟତାର ସହିତ ବିଚାର କରି ଏହି ଅନୁଷ୍ଠାନମାନଙ୍କରେ ଅଧ୍ୟୟନରତ ୧୭୦୧୨ ଛାତ୍ରଛାତ୍ରୀମାନଙ୍କର ‌ହଷ୍ଟେଲ ଫି’ ଆନୁମାନିକ ୫‌ କୋଟି ୧୦ ଲକ୍ଷ ଟଙ୍କା ଛାଡ଼ କରିବା ପାଇଁ ଆଦେଶ ପ୍ରଦାନ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!