Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାରବାଟୀରେ ଇଂଲଣ୍ଡର ବଡ ସ୍କୋର

by ସଞ୍ଜୟ ସ୍ୱାଇଁ
February 9, 2025
in Sports, State
ବାରବାଟୀରେ ଇଂଲଣ୍ଡର ବଡ ସ୍କୋର
110
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବାରବାଟୀରେ ଚାଲିଛି ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ ମ୍ୟାଚ । ଏହି ମ୍ୟାଚରେ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ୩୦୪ ରନର ବିଶାଳ ସ୍କୋର କରିଛି । ଭାରତ ଆଗରେ ଏବେ ୩୦୫ ରନର ବିଜୟ ଲକ୍ଷ୍ୟ ରହିଛି । ଇଂଲଣ୍ଡ ପକ୍ଷରୁ ବ୍ୟାଟିଂରେ ବେନ ଡକେଟ, ଜୋ ରୁଟ ଦମଦାର ପ୍ରଦର୍ଶନ କରିଥିବା ବେଳେ ବୋଲିଂରେ ଜାଡେଜାଙ୍କ ଯାଦୁ ଦେଖିବାକୁ ମିଳିଥିଲା । ଏହି ମ୍ୟାଚରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ଫଳରେ ଭାରତ ବୋଲିଂ କରିଥିଲା । ଇଂଲଣ୍ଡ ପକ୍ଷରୁ ବେନ ଡକେଟ୍ ୬୫, ଜୋ ରୁଟ୍ ୬୯, ଲିୟାମ ଲିଭିଙ୍ଗଷ୍ଟୋନ ୪୧, ଜୋସ ବଟଲର ୩୪, ହ୍ୟାରି ବ୍ରୁକ ୩୧, ଫିଲିପ ସଲ୍ଟ ୨୬ ରନ କରିଥିଲେ । ଫଳରେ ଦଳ ୪୯ ଓଭର ୫ଟି ବଲ ଖେଳି ୩୦୪ରେ ଅଲଆଉଟ ହୋଇଯାଇଥିଲା । ଭାରତ ପକ୍ଷରୁ ଜାଡେଜା ୩ଟି ଓ୍ବିକେଟ ନେଇଥିବା ବେଳେ ମହମ୍ମଦ ସାମୀ, ହର୍ଷିତ ରାଣା, ହାର୍ଦ୍ଦିକ ପାଣ୍ଡ୍ୟା, ବରୁଣ ଚକ୍ରବର୍ତ୍ତି ଗୋଟିଏ ଲେଖାଏଁ ଓ୍ୱିକେଟ ନେଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!