Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଜ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ଅପଡେଟ୍ କଲେ ମହମ୍ମଦ ସାମି

by ସଞ୍ଜୟ ସ୍ୱାଇଁ
March 13, 2024
in NATIONAL NEWS, Sports
ନିଜ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ଅପଡେଟ୍ କଲେ ମହମ୍ମଦ ସାମି
84
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ନିଜ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ଅପଡେଟ୍ ଦେଇଛନ୍ତି ସ୍ବିଙ୍ଗ୍ କିଙ୍ଗ୍ ଭାବେ ପରିଚିତ ମହମ୍ମଦ ସାମି । ଅସ୍ତ୍ରୋପଚାର ହେବାପରେ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ମହମ୍ମଦ ସାମି । ଏକ୍ସରେ ତିନୋଟି ଫଟୋ ସେୟାର କରିଛନ୍ତି ସାମି । ଯେଉଁଥିରେ ନିଜର ସ୍ବାସ୍ଥ୍ୟ ଅବସ୍ଥା ସମ୍ପର୍କରେ ତାଙ୍କ ପ୍ରଶଂସକଙ୍କୁ ଜଣାଇଛନ୍ତି । ଡାହାଣ ଗୋଡ଼ ଗୋଇଠିରେ ଯନ୍ତ୍ରଣା ହେଉଥିବାବେଳେ ଅସ୍ତ୍ରୋପଚାର ହୋଇଛି । ୨୬ ଫେବୃଆରୀରେ ଅସ୍ତ୍ରୋପଚାର ହୋଇଥିବାବେଳେ ପୂର୍ବରୁ ମଧ୍ୟ ନିଜର ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ଅପଡେଟ୍ ଦେଇଥିଲେ । ବିଶ୍ବକପରେ ହିରୋ ପାଲଟିଥିବା ସାମିଙ୍କ ଅସ୍ତ୍ରୋପଚରା ହୋଇଥିବାବେଳେ ଚଳିତ ଆଇପିଏଲରେ ମଧ୍ୟ ଖେଳିନପାରନ୍ତି । ସେପଟେ ଟି-୨୦ ବିଶ୍ବକପ ହେବାକୁ ଥିବାବେଳେ ସାମି ସୁସ୍ଥ ହୋଇ ଦଳକୁ ଫେରିବେ ବୋଲି ଆଶା ରଖିଛନ୍ତି ଫ୍ୟାନ୍ସ । ଗତ ଆଇପିଏଲ ସିଜିନ ଏବଂ ବିଶ୍ବକପରେ ସାମି ପ୍ରଦର୍ଶନ ଭଲ ରହିଥିବାବେଳେ ଟି-୨୦ ବିଶ୍ବକପରେ ସେ ପୁଣି ଦଳକୁ ଫେରନ୍ତୁ ଏବଂ ଟିମ ଇଣ୍ଡିଆକୁ ବିଜୟ କରନ୍ତୁ ବୋଲି ପ୍ରଶଂସକମାନେ ଆଶା ରଖିଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!