Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହଜାର କୋଟିର ଠକେଇ, ମୁଖ୍ୟ କାର୍ପଟଦାରଙ୍କୁ ତିନି ଦିନଆ ରିମାଣ୍ଡରେ ନେଲା ଇଓଡବ୍ଲ୍ୟୁ

by ସଞ୍ଜୟ ସ୍ୱାଇଁ
August 8, 2023
in Crime, State
ପାଇଖାନା ଅର୍ଥ ଦୁର୍ନୀତି ନେଇ ଭିଜିଲାନ୍ସର ତଦନ୍ତ
66
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କ୍ରିପ୍ଟୋ ଇନ୍‌ଭେସମେଣ୍ଟ ନାଁରେ ହଜାର କୋଟିର ଠକେଇ ଘଟଣା । ଗିରଫ ଦୁଇ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଏହା ଅର୍ଥନୈତିକ ଅପରାଧିକ ଶାଖା (ଇଓଡବ୍ଲ୍ୟୁ) । ତିନିଦିନିଆ ରିମାଣ୍ଡର ଅନୁମତି ଦେଲେ କୋର୍ଟ । ହଜାରେ କୋଟି ଟଙ୍କାର କ୍ରିପ୍ଟୋ ପୁଞ୍ଜି ସ୍କାମର ପର୍ଦ୍ଦାଫାସ୍ ହୋଇଛି । ସାରା ଦେଶରେ କ୍ରିପ୍ଟୋ କରେନ୍ସି ନାଁରେ କୋଟି କୋଟି ଟଙ୍କା ଠକି ଚାଲିଥିବା ‘STA କ୍ରିପ୍ଟୋ ଟୋକନ୍’ ଭାରତ ମୁଖ୍ୟ ଗୁରୁତେଜ ସିଂ ସିଦ୍ଧୁ ଏବଂ ଓଡିଶା ମୁଖ୍ୟ ନିରଦ ଦାସଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା। ଶେଷରେ ଇଓଡବ୍ଲୁ ବିମାନ ଯୋଗେ ଉଭୟଙ୍କୁ ଧରି ଭୁବନେଶ୍ବରରେ ପହଞ୍ଚିବା ପରେ କଟକ ସ୍ଥିତ ଓପିଆଇଡି କୋର୍ଟରେ ହାଜର କରାଯାଇଥିଲା। ଉଭୟଙ୍କୁ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ଓପିଆଇଡି କୋର୍ଟରେ ଆବେଦନ କରିଥିଲା ଅର୍ଥନୈତିକ ଅପରାଧ ଶାଖା । ଶେଷରେ କୋର୍ଟ ତିନିଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି । ରିମାଣ୍ଡରେ ଆଣି ଅଧିକ ତଦନ୍ତ କରିବ ଇଓଡବ୍ଲ୍ୟୁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!