Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟ ଚକ୍ଷୁଦାନ ପକ୍ଷ ଆରମ୍ଭ, ଆଜି ଠାରୁ ସେପ୍ଟେମ୍ବର ୮ ପର୍ଯ୍ୟନ୍ତ ହେବ ସଚେତନତା

by ସଞ୍ଜୟ ସ୍ୱାଇଁ
August 25, 2022
in Health, Nayagarh, State
ଜାତୀୟ ଚକ୍ଷୁଦାନ ପକ୍ଷ ଆରମ୍ଭ, ଆଜି ଠାରୁ ସେପ୍ଟେମ୍ବର ୮ ପର୍ଯ୍ୟନ୍ତ ହେବ ସଚେତନତା
234
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜାତୀୟ ଚକ୍ଷୁଦାନ ପକ୍ଷ ଅଗଷ୍ଟ ୨୫ ଠାରୁ ସେପ୍ଟେମ୍ବର ୮ ତାରିଖ ଯାଏ ଚାଲିବ । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ମକରନ୍ଦ ବେଉରା ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଯୋଗଦେଇ ଏହାର ମହତ୍ୱ ଉପରେ ଆଲୋଚନା କରିଥିଲେ । ଏଥିରେ ସମସ୍ତ ବ୍ଲକର ମେଡିକାଲ ଅଫିସର ଏବଂ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ ମାନେ ଭାଗ ନେଇଥିଲେ । ଆଜି ୩୭ ତମ ଜାତୀୟ ଚକ୍ଷୁଦାନ ପକ୍ଷ ପାଳନ ଅବସରରେ ଆଜିର ମୁଖ୍ୟ ଉଦ୍ଦେଶ୍ୟ ଥିଲା ନିଦ୍ୱର୍ନ୍ଦରେ ଚକ୍ଷୁଦାନ କରନ୍ତୁ । ମୃତ୍ୟୁ ପରେ ମଧ୍ୟ ଆପଣଙ୍କ ଚକ୍ଷୁ ଦୁନିଆକୁ ଦେଖୁଥିବ । ସମାଜରେ ସଚେତନତା ସୃଷ୍ଟି କରିବା ପାଇଁ ଆଜିର ଦିବସ ପାଳନ କରିବା ମହତ୍ୱପୂର୍ଣ୍ଣ ଅଟେ । ଆଜିଠାରୁ ସେପ୍ଟେମ୍ବର ୮ ପର୍ଯ୍ୟନ୍ତ ସଚେତନତା ପକ୍ଷ୍ୟ ପାଳନ କରାଯିବ ଏବଂ ପ୍ରତ୍ୟେକ ବ୍ୟକ୍ତି ସଚେତନତା ମାଧ୍ୟମରେ ଚକ୍ଷୁ ଦାନର ମହତ ବୁଝିପାରିବ । ମୃତ୍ୟୁ ପରେ ଚକ୍ଷୁଦାନ କରିବା ପାଇଁ ମତ ପୋଷଣ କରିବେ । ଏ ଅବସରରେ ବ୍ଲକ ସ୍ତରୀୟ ଲୋକମାନଙ୍କୁ କିପରି ସଚେତନତା କରାଯାଇ ପାରିବ ଆଲୋଚନା କରାଯାଇଥିଲା । ଏଥି ସହିତ ବ୍ରଜେନ୍ଦ୍ର ହାଇସ୍କୁଲ ଠାରେ ଛାତ୍ରଛାତ୍ରୀ ମାନବ ଦ୍ୱାରା ପ୍ରତିଯୋଗିତା କରାଯାଇ ପୁରସ୍କୃତ କରାଯାଇଥିଲା । ବୈଠକରେ ଡ.ପୁଷ୍ପା ନିଳିମା ଲାକ୍ରା (ଡିପିଏଚଓ), ଡ.ସୁଧାଂଶୁ ଶେଖର ଷଡ଼ଙ୍ଗୀ (ଏଡିଏମଓ), ଡ.ଶରତ କୁମାର ଦାସ, ଜିଲ୍ଲା ଯକ୍ଷ୍ମା ଅଧିକାରୀ ବିଶ୍ୱ ରଞ୍ଜନ ଦାସ (ଡିପିଏମ), ସ୍ମୃତିଲତା ବିଶ୍ୱାଳ (ଏଡିପିଏଚସିଓ) ସମସ୍ତେ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!