Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

by ସଞ୍ଜୟ ସ୍ୱାଇଁ
October 12, 2021
in State
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ
198
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ । ପଶ୍ଚିମବଙ୍ଗ ସଚିବାଳୟର ୧୪ ମହଲାରେ ତଥା ମୁଖ୍ୟମନ୍ତ୍ରୀଙ୍କ ମମତା ବାନାର୍ଜୀଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗର ଅସ୍ଥାୟୀ ରାଜ୍ୟ ସଚିବାଳୟ ଥିବା ନାବନାର ଶ୍ରମିକମାନେ ୧୪ ତମ ମହଲାରୁ ଧୂଆଁ ବାହାରୁଥିବା ଦେଖିଥିଲେ। ଖୁବ୍ ଶୀଘ୍ର ଅଗ୍ନିଶମ ବିଭାଗ ଏବଂ ବିପର୍ୟ୍ୟୟ ପରିଚାଳନା ଅଧିକାରୀମାନେ ତ୍ୱରାନ୍ୱିତ ହୋଇଥିଲେ। ଏହାପରେ ସେମାନେ ତୁରନ୍ତ ଅଗ୍ନିଶମ ବାହିନୀ ଓ ରାଜ୍ୟ ବିପର୍ୟ୍ୟୟ ପରିଚାଳନା ବିଭାଗକୁ ଖବର ଦିଆଯାଇଥିଲା। ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଦୁର୍ଗାପୂଜା ଯୋଗୁ ରାଜ୍ୟ ସଚିବାଳୟ ବନ୍ଦ ରହିଥିବା ଯୋଗୁ ଅଗ୍ନିକାଣ୍ଡ ବେଳେ କୌଣସି କର୍ମଚାରୀ ଏହା ମଧ୍ୟରେ ନଥିଲେ। ତେଣୁ ଘଟଣାରେ କେହି ବି ମୃତାହତ ହୋଇନାହାନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!