Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳହ ନେଲା ଉଗ୍ର ରୁପ, ଚିକିତ୍ସାଧିନ ଅବସ୍ଥାରେ ଯୁବକ ମୃତ

by ସଞ୍ଜୟ ସ୍ୱାଇଁ
June 26, 2021
in Crime, State
ପାରିବାରିକ କଳହ ନେଲା ଉଗ୍ର ରୁପ, ଚିକିତ୍ସାଧିନ ଅବସ୍ଥାରେ ଯୁବକ ମୃତ
161
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଶାଳକଣିଆଁ ଗାଁ ରେ ଘଟିଛି ଏକ ଅଭାବନିୟ ଘଟଣା । ପାରିବାରିକ କଳହର ବୁଝାସୁଝା ପାଇଁ ଯାଇ ଜଣେ ଆକ୍ରମଣର ଶିକାର ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ ଘଟିଛି। ନନ୍ଦିପଦା ଥାନା ଶାଳକଣିଆଁ ଗାଁର ଆନନ୍ଦ ଜେନାଙ୍କ ପୁଅମାନଙ୍କ ମଧ୍ୟରେ କୌଣସି କାରଣକୁ ନେଇ ପାଟିତୁଣ୍ଡ ହୋଇଥିଲା ଆନନ୍ଦ ଓ ତାଙ୍କ ପତ୍ନି ପଡୋଶୀ ଘରର ଦୈତାରି ପାତ୍ର ଓ ତାଙ୍କ ସାନଭାଇ ଅଶୋକଙ୍କୁ ଡାକି ପିଲାମାନଙ୍କୁ ବୁଝାଇବାକୁ କହିଥିଲେ । ତେବେ ଏଥିରେ ଉତ୍ତ୍ୟକ୍ତ ହୋଇ ପୁଅମାନେ ଓଲଟା ବୁଝାଇବାକୁ ଆସିଥିବା ଦୈତାରୀ ଓ ଅଶୋକଙ୍କୁ ଗାଳିଗୁଲଜ କରିଥିଲେ। ଏଥିସହ ଦୈତାରିଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରିଥିଲେ । ଗଣ୍ଡଗୋଳ ଦେଖି ଅଶୋକଙ୍କ ପତ୍ନି ସସ୍ମିତା ପହଁଞ୍ଚିବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରାଯାଇଥିଲା । ଗୁରୁତର ଅବସ୍ଥାରେ ସସ୍ମିତା ଓ ଦୈତାରିଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା । ଆଜି କଟକରେ ଦୈତାରୀଙ୍କ ମୃତ୍ୟୁ ଘଟିଛି । ଏହି ଖବର ପ୍ରଚାରିତ ହେବାପରେ ଗାଁ ରେ କୈଣସି ଅପ୍ରିତିକର ପରିସ୍ଥିତି ସମ୍ଭାବନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ୍ ମୁତୟନ ହୋଇଛନ୍ତି । ପୋଲିସ୍ ଏହି ଘଟଣାରେ ୯ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୪ଜଣ ଙ୍କୁ ଗିରଫ କରିବାରେ ସଫଳ ହୋଇଛି । ତେବେ ବର୍ତମାନ ସୁଦ୍ଧା ଆହୁରି ୫ଜଣ ଅଭିଯୁକ୍ତ ଫେରାର ରହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!