Thursday, March 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତ୍ୟା ‘ଗୁଲାବ’ ଯିବା ପରେ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ

by ସଞ୍ଜୟ ସ୍ୱାଇଁ
September 28, 2021
in State
ବାତ୍ୟା ‘ଗୁଲାବ’ ଯିବା ପରେ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ
165
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବାତ୍ୟା ‘ଗୁଲାବ’ ଯିବା ପରେ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ। ବଙ୍ଗୋପସାଗର ପୂର୍ବମଧ୍ୟ ବାଂଲାଦେଶ-ମିଆଁମାର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ଦାନା ବାନ୍ଧୁଛି। ଏ ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହି ଘୂର୍ଣ୍ଣିବଳୟ ସକ୍ରିୟ ହୋଇସାରିଥିବା ବେଳେ ଏହା ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ। ଏହାର ପ୍ରଭାବରେ ଆଜି, ଆସନ୍ତାକାଲି ଓ ୩୦ ତାରିଖରେ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବ। ମୁଖ୍ୟତଃ ୨୯ ଓ ୩୦ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ବାତ୍ୟା ଗୁଲାବ୍ କ୍ରମଶ ଦୁର୍ବଳ ହୋଇ ଓଡ଼ିଶା ଅତିକ୍ରିମ କରି ଛତିଶଗଡ଼ ପଳାଇଛି। ‘ଗୁଲାବ’ ପ୍ରଭାବରେ ପ୍ରଭାବରେ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। କୋରାପୁଟର ପଟାଙ୍ଗି ଅଞ୍ଚଳରେ ସର୍ବାଧିକ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଛି।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!