Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦେଶୀ ମଦ ଜବତ:ଜଣେ ଗିରଫ୍

by ସଞ୍ଜୟ ସ୍ୱାଇଁ
June 14, 2021
in Nayagarh
ବିଦେଶୀ ମଦ ଜବତ:ଜଣେ ଗିରଫ୍
346
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ସକାଳୁ ସକାଳୁ ବିଦେଶୀ ମଦ ବ୍ୟବସାୟ କରୁଥିବା ଜଣେ ବ୍ୟକ୍ତିଙ୍କ ଘରେ ପୁଲିସ୍ ଚଢଉ କରି ୧୪ଲିଟରରୁ ଉର୍ଦ୍ଧ ବିଦେଶୀ ମଦ ଜବତ କରିବା ସହ ଜଣେ ବ୍ୟବସାୟୀକୁ ଗିରଫ୍ କରିଛି ଦଶପଲ୍ଲା ପୁଲିସ୍ । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଗୋଡ଼ିବିଡା ଗାଁର ମାୟାଧର ବେହେରା ମଦ ବ୍ୟବସାୟ କରୁଥିବା ନେଇ ପୁଲିସ୍ ବିଶେଷ ସୁତ୍ରରୁ ଜାଣିବା ପରେ ଆଜି ସକାଳୁ ସକାଳୁ ଯାଇ ଚଢଉ କରିଥିଲା । ଚଢଉ ସମୟରେ ମାୟାଧରଙ୍କ ଘରୁ ବିଅର, ବାକାଡି ବ୍ଲାକ୍, ବାକାଡି ଲେମନ୍ ଓ ମ୍ୟାଗଡଲ ନଂ ୱାନ ବିଦେଶୀ ମଦ ଜବତ କରିବା ସହ ମଦ ବ୍ୟବସାୟୀ ମାୟାଧରକୁ ଥାନାକୁ ଆଣି ପଚରାଉଚରା କରିଥିଲା । ଜବତ ହୋଇଥିବା ବିଦେଶୀ ମଦ ୧୪ଲିଟଟରୁ ଉର୍ଦ୍ଧ ହେବ ବୋଲି ଜଣାପଡିଛି । ସେପଟେ ଥାନାରେ କେସ୍ ନଂ-୧୦୦/୨୦୨୧ରେ ମାମଲା ରୁଜୁ କରି ମାୟାଧର ବେହେରାକୁ ଗିରଫ୍ କରାଯାଇଥିବା ନେଇ ଦଶପଲ୍ଲା ଥାନା ଅଧିକାରୀ ଜୟପ୍ରକାଶ ପରୀଡା ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!