Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଣପୁର ଥାନାରେ ବନରକ୍ଷୀ ଅଟକ

by ସଞ୍ଜୟ ସ୍ୱାଇଁ
March 24, 2021
in Crime, Nayagarh
ନକଲି ସାମ୍ବାଦିକ ଗିରଫ୍
533
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ ଦର୍ପନାରାୟଣପୁର ପଞ୍ଚାୟତ ସମିତି ସଭ୍ୟଙ୍କୁ ମାଡ଼ ଏବଂ ତାଙ୍କ ପôତୀଙ୍କୁ ର୍ଦୁବ୍ୟବହାର ଘଟଣାରେ ରଣପୁର ପୁଲିସ ବନରକ୍ଷୀ ସୁଦୀପ୍ତ ନାୟକଙ୍କୁ ଥାନାରେ ଅଟକ ରଖିଛି । ସୂଚନାନୁସାରେ, ଦୁଇ ସପ୍ତାହ ତଳେ ଜଣେ ଯୁବକଙ୍କ ସହ ବନରକ୍ଷୀ ସୁଦୀପ୍ତ ଅନ୍ୟ ଜଣେ ଯୁବକ ସହ ମିଶି ଦର୍ପନାରାୟଣପୁର ପଞ୍ଚାୟତ ସମିତି କବିରାଜ ଦଳବେହେରାଙ୍କୁ ମାଡ଼ ମାରିବା ସହ ତାଙ୍କ ପôତୀ ପ୍ରଭାଞ୍ଜଳୀ ଦଳବେହେରାଙ୍କୁ ର୍ଦୁବ୍ୟବହାର କରିଥିଲେ । ଏହାକୁ ନେଇ ଆଜି ରଣପୁର ପୁଲିସ ତାଙ୍କୁ ଉଠାଇ ନେଇ ଅଟକ ରଖିଥିବା ସୂଚନା ମିଳିଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!