Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଇତାନ ପୁଅ, ବାପାକୁ ମାରିଦେଲା, ମାଆର ପତା ମିଳୁନି

by ସଞ୍ଜୟ ସ୍ୱାଇଁ
June 22, 2024
in Crime, State
ବାତ୍ୟା ‘ୟଶ’ରେ ଅମାନିଆ ଙ୍କ ମୃତ୍ୟୁ
118
VIEWS
Share on FacebookShare on Twitter

ବାଲେଶ୍ବର, (ବାଘୁଆବାର୍ତ୍ତା): ପାରିବାରିକ କଳହର କରୁଣ ପରିଣତି। ମଦୁଆ ପୁଅ ସାଜିଲା ବାପର ହତ୍ୟାକାରୀ। ଏବେ ବି ମାଆ ନିଖୋଜ। ସିମୁଳିଆ ଥାନା ଅନ୍ତର୍ଗତ ଗରସଙ୍ଗ ଗାଁରେ ୪ଦିନ ଧରି ନିଖୋଜ ଥିବା ବାପା ରମାକାନ୍ତ ବେହେରା ଓ ମାଆ ଚମ୍ପା ବେହେରାଙ୍କ ନିଖୋଜ ଘଟଣାକୁ ନେଇ ଝିଅ ମମତା ମଲ୍ଲିକ ସିମୁଳିଆ ଥାନାରେ ଅଭିଯୋଗ କରିଥିଲେ। ଭାଇ ରମେଶ ବାପାମାଆଙ୍କୁ ମାରିଦେଇ ପୋତିଦେଇଥିବା ଅଭିଯୋଗ କରିଥିଲେ। ଅଭିଯୋଗ କ୍ରମେ ସିମୁଳିଆ ପୁଲିସ ତଦନ୍ତ ଆରମ୍ଭ କରିଥିବା ସହିତ ରମେଶଙ୍କ ଘର ପଛପଟେ ଏକ ବିଲରେ ପୋତିଥିବା ନେଇ ପୁଲିସ ବିଶେଷ ସୂତ୍ରରୁ ଖବର ପାଇ ଖଇରା ଅତିରିକ୍ତ ତହସିଲଦାର,ବାଲେଶ୍ୱର ସାଇନ୍ଟଫିକ ଟିମ ପହଞ୍ଚି ଉକ୍ତ ସ୍ଥାନକୁ ଖୋଳି ରାମାକାନ୍ତଙ୍କ ମୃତଦେହ ଠାବ ହୋଇଥିବା ବେଳେ ମାଆ ଏବେବି ନିଖୋଜ ଅଛନ୍ତି ବୋଲି ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!