Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାପା-ପୁଅଙ୍କୁ ମରଣାନ୍ତକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
September 17, 2024
in Crime, State
ବାପା-ପୁଅଙ୍କୁ ମରଣାନ୍ତକ ଆକ୍ରମଣ
102
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀ ବଳିଆପଣ୍ଡା ଥାନା ନାଲିପଡ଼ିଆ ଅଞ୍ଚଳରେ ମଙ୍ଗଳବାର ଏକ ଅଘଟଣ ଘଟିଛି। କେତେକ ଦୁର୍ବୃତ୍ତଙ୍କ ମାରଣାସ୍ତ୍ରରେ ବାପା-ପୁଅଙ୍କୁ ଗୋଡାଇ ଗୋଡାଇ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ବାପା, ପୁଅଙ୍କୁ ଗୁରୁତର ଅବସ୍ଥାରେ ପୁରୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏପରିକି ଆକ୍ରମଣ ପରେ ଦୁର୍ବୃତ୍ତମାନେ ଘର ଉପରକୁ ବୋମାମାଡ଼ କରି ଫେରାର ହୋଇଯାଇଥିବା ଜଣାପଡିଛି। ପୂର୍ବଶତ୍ରୁତାରୁ ଏହି ଆକ୍ରମଣ ଏବଂ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ଖବର ପାଇ ଦୁର୍ବୃତ୍ତ ଫେରାର ବଳିଆପଣ୍ଡା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆମ୍ଭ କରିଛି। ଏପରିକି ଦୁର୍ବୃତ୍ତମାନଙ୍କୁ ଧରିବା ନେଇ ଖାନଭିନ୍‌ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!