Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିଙ୍ଗମିଲା ଗାଁରେ ଅଭାବନୀୟ ଘଟଣା, ବାପାର ଛୁରା ମାଡ଼ରେ ପୁଅର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
January 11, 2025
in Crime, State
ସିଙ୍ଗମିଲା ଗାଁରେ ଅଭାବନୀୟ ଘଟଣା, ବାପାର ଛୁରା ମାଡ଼ରେ ପୁଅର ମୃତ୍ୟୁ
42
VIEWS
Share on FacebookShare on Twitter

ବାଲିଗୁଡ଼ା, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସିଙ୍ଗମିଲା ଗାଁରେ ଅଭାବନୀୟ ଘଟଣା । ପାରିବାରିକ କଳହରୁ ହତ୍ୟା । ବାପାର ଛୁରା ମାଡ଼ରେ ପୁଅର ମୃତ୍ୟୁ ହୋଇଥିବା ଅଭିଯୋଗ ।ସେପଟେ ହତ୍ୟାକାରୀ ବାପା ବାଲିଗୁଡ଼ା ପୋଲିସ୍ ନିକଟରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି । ମୃତକ ୨୦ ବର୍ଷର ପୁଅ ଜିତେନ୍ଦ୍ର ମଲ୍ଲିକ ହୋଇଥିବା ବେଳେ ଅଭିଯୁକ୍ତ ବାପା ପ୍ରାଣେଶ୍ବର ମଲ୍ଲିକ । ଆଜି ଭୋର ସମୟରେ କୌଣସି କାରଣରୁ ନେଇ ବାପ ପୁଅଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ଝଗଡ଼ା ଏତେ ଉଗ୍ର ହୋଇଥିଲା ଯେ, ଉତ୍ୟକ୍ତ ପ୍ରଣେଶ୍ବର ଛୁରୀରେ ପୁଅ ଜିତେନ୍ଦ୍ରର ପେଟକୁ ଆକ୍ରମଣ କରିଥିଲା । ଜୀବନ ବିକଳରେ ଜିତେନ୍ଦ୍ର ସେଠାରୁ ଦୌଡ଼ି ଆସି ସମ୍ପର୍କୀୟଙ୍କ ଘରେ ପହଁଚିବା ପରେ ସେଠାରେ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ ପହଁଚି ଶବକୁ ଜବତ କରି ବ୍ୟବଛେଦ ନିମନ୍ତେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇବା ସହ ଅଧିକ ତଦନ୍ତ ଚଳାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!